ମଙ୍କିପକ୍ସ ଏବେ ବିଶ୍ୱବ୍ୟାପୀ ସ୍ୱାସ୍ଥ୍ୟ ଚିନ୍ତା ନୁହେଁ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ‘ମଙ୍କିପକ୍ସ’ ବାବଦରେ ଏକ ଆଶ୍ୱସ୍ତିକର ଖବର ଦେଇଛି । ଶନିବାର ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ମଙ୍କିପକ୍ସ ବର୍ତ୍ତମାନ ପାଇଁ ଏକ ବିରାଟ ଚିନ୍ତା ନୁହେଁ । ଏହାକୁ ନେଇ ଏବେ ଜରୁରୀକାଳୀନ ପରିସ୍ଥିତି ଉପୁଜିନି । ଚଳିତ ବର୍ଷ ମଙ୍କିପକ୍ସରେ ୩୨୦୦ ଜଣ ସଂକ୍ରମିତ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାଂଶ ସଂକ୍ରମିତ ଆଫ୍ରିକାରେ ଚିହ୍ନଟ ହୋଇଛନ୍ତି । ଏବଂ ଆଫ୍ରିକାର ଜଣଙ୍କର ମୃତ୍ୟୁ ହୋଇଛି […]

Continue Reading

ରାମପୁର, ଆଜମଗଡ଼ରେ ଅଖିଳେଶଙ୍କ ହାତରୁ ଆସନ ଛଡାଇଆଣିଲେ ଯୋଗୀ

ଲକ୍ଷ୍ନୈା: ରାମପୁରରେ ବିଜେପି ଜିତିଛି । ରାମପୁର ଲୋକସଭା ଉପନିର୍ବାଚନରେ ଅଖିଳେଶ ଯାଦବଙ୍କୁ ହରାଇଛି ବିଜେପି । ଉତ୍ତରପ୍ରଦେଶର ରାମପୁର ଆସନରେ ଉପ-ନିର୍ବାଚନରେ ​​ବିଜେପି ପ୍ରାର୍ଥୀ ଘନଶ୍ୟାମ ଲୋଧି ବିଜୟୀ ହୋଇଛନ୍ତି। ଘନଶ୍ୟାମ ଲୋଧି ୪୨ ହଜାରରୁ ଅଧିକ ଭୋଟରେ ଜିତିଯାଇଛନ୍ତି । ଏନେଇ ଟୁଇଟ କରିଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସେ ନିଜ ନିକଟତମ ପ୍ରତିଦ୍ବନ୍ଦୀ ସପାର ଅସୀମ ରାଜାଙ୍କୁ ପରାସ୍ତ କରିଛନ୍ତି । ଅନ୍ୟପଟେ ଆଜମଗଡ଼ରେ ମଧ୍ୟ ବିଜେପି ଏକ ବଡ଼ […]

Continue Reading

କର୍ଣ୍ଣାଟକରେ ଟିଣ ଡବାରୁ ମିଳିଲା ୭ଟି ଭ୍ରୂଣ; କ୍ଲିନିକ ସିଜ୍

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଲାଗଭି ଜିଲ୍ଲାରେ ଏକ ଡ୍ରେନରେ ୭ଟି ନଷ୍ଟ ଭ୍ରୂଣ ମିଳିଛି । ମୁଦାଲଗି ଠାରେ ଏକ ବସ ଷ୍ଟାଣ୍ଡ ନିକଟରେ ୫ଟି ଟିଣ ବାକ୍ସରେ ଏହି ୭ଟି ଭ୍ରୂଣ ମିଳିଛି । ଗୋଟିଏ ଡ୍ରେନରେ ଏହି ଟିଣ ଗୁଡ଼ିକ ଭାସୁଥିଲା, ସେଥିରୁ ଏହି ଭ୍ରୂଣ ଗୁଡ଼ିକ ମିଳିଛି । ଏହା ପରେ ସ୍ଥାନୀୟ ଅଞ୍ଚଳ ତଥା ରାଜ୍ୟରେ ଚାଞ୍ଚଲ୍ୟ ଖେଳିଯାଇଛି । ପ୍ରାଥମିକ ତଦନ୍ତରେ ଗୋଟିଏ କ୍ଲିନିକ ସିଜ୍ କରାଯାଇଛି । ‘ଭେଙ୍କଟେଶ ମାଟର୍ନିଟି […]

Continue Reading

ଦୁର୍ନୀତି ଅଭିଯୋଗରେ ଗିରଫ ପଞ୍ଜାବ ଆଇଏଏସ ସଞ୍ଜୟଙ୍କ ପୁତ୍ରଙ୍କ ଆତ୍ମହତ୍ୟା!

ଚଣ୍ଡୀଗଡ: ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପଞ୍ଜାବ ଆଇଏଏସ ସଞ୍ଜୟ ପୋପଲୀଙ୍କ ଏକମାତ୍ର ପୁତ୍ର କାର୍ତିକଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ଘଟିଛି । କାର୍ତିକ ନିଜ ମୁଣ୍ଡକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । କାର୍ତିକଙ୍କ ମାଆଙ୍କ ମତରେ ପୋଲିସ ଏବଂ ଭିଜିଲାନ୍ସ ବିଭାଗର ଅଧିକାରୀ କାର୍ତିକଙ୍କ ଉପରେ ମାନସିକ ଚାପ ପକାଇଥିଲେ । ଏପରି କି ସେମାନେ ମୋ ପୁଅକୁ ମାରିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି । ତାଙ୍କ ପତ୍ନୀ ମଧ୍ୟ […]

Continue Reading

ମୁଁ ବିଜେଡିରେ ଅଛି, ବିଧାୟକ ହିସାବରେ ସରକାରୀ କାର୍ଯ୍ୟକ୍ରମକୁ ଡକା ଯାଉନି: ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର: ମୁଁ ଦଳରେ ଅଛି… ମୁଁ ବିଜେଡିରେ ଅଛି… । ଦଳ ମୋତେ ବହିଷ୍କାର କରିନି । ଏବେବି ବିଧାନସଭା ଲିଷ୍ଟରେ ୨୬ ନମ୍ବରରେ ମୋ ନାଁ ଅଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ମୋତେ ଭଲ ପାଉଛନ୍ତି । ସେଥିପାଇଁ ଦଳରୁ ବହିଷ୍କାର କରିନାହାନ୍ତି । ଏକଥା କହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗିରଫ ପରେ ଜାମିନରେ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରଶାସନ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । […]

Continue Reading

ମୋଦିଙ୍କୁ ଭେଟିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଦିଲ୍ଲୀ : ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଭବନରେ ପହଞ୍ଚି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଦ୍ରୌପଦୀ ଭେଟିଥିବା ସୂଚନା ମିଳିଛି। ଆସନ୍ତାକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ […]

Continue Reading

ଦିଲ୍ଲୀରେ ପ୍ରବଳ ପ୍ରଦୂଷଣ: ଅକ୍ଟୋବର-ଫେବୃଆରୀ ଟ୍ରକ ଚଳାଚଳ ବନ୍ଦ

ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ ପ୍ରଦୂଷଣ ଚରମ ସ୍ଥିତିରେ ପହଞ୍ଚିଛି । ଏ ସକାଶେ ସରକାରଙ୍କୁ କଡ଼ା ପଦକ୍ଷେପ ନେବାକୁ ପଡ଼ିଛି । ଯାହା ଚଳିତ ବର୍ଷ ଅକ୍ଟୋବର ମାସରୁ ଆସନ୍ତା ବର୍ଷ ଫେବୃଆରୀ ଶେଷ ପର୍ଯ୍ୟନ୍ତ ସହର ଭିତରକୁ ଟ୍ରକ ପ୍ରବେଶ ବନ୍ଦ କରାଯାଇଛି । ଏହି ସମୟ ଭିତରେ ସହର ଭିତରକୁ କୌଣସି ଟ୍ରକ ଛଡ଼ାଯିବନି । ଦିଲ୍ଲୀ ସରକାରଙ୍କ ଏକ ବିଜ୍ଞପ୍ତି ଅନୁଯାୟୀ- ୧ ଅକ୍ଟୋବରରୁ ୨୮ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ଏହି ନିୟମ […]

Continue Reading

ଜାତୀୟ ପୁସ୍ତକ ମାନ୍ୟତା ପାଇଲା ‘ଅଳିଆରୁ ଅ ଆ’

ଭୁବନେଶ୍ୱର: ଖୋଲିଲା ସ୍କୁଲ ହେଲେ ଆସିଲେନି ପିଲା । ସ୍କୁଲ ଆସି ନ ଥିବା ପିଲାଙ୍କ ପାଇ ବିଶିଷ୍ଟ ଲେଖକ ତଥା ଶିକ୍ଷକ ଇଶ୍ୱର ଚନ୍ଦ୍ର ନାୟକଙ୍କ ଲିଖିତ ପୁସ୍ତକ ‘ଅଳିଆରୁ ଅ ଆ’କୁ ଜାତୀୟ ମାନ୍ୟତା ମିଳିଛି । ପ୍ରାଥମିକ ଶିକ୍ଷା ସ୍ତରରେ ଶ୍ରେଣୀ ପରିଚାଳନାକୁ ନେଇ ନୂତନ ପ୍ରୟୋଗ ସମ୍ବନ୍ଧୀୟ ତଥ୍ୟ ପୁସ୍ତକରେ ରହିଛି । ଏହାକୁ ସମଗ୍ର ଦେଶରେ ଶିକ୍ଷା ବ୍ୟବସ୍ଥାରେ ପ୍ରୟୋଗ ପାଇଁ ଶ୍ରୀ ନାୟକ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏକ ପୁସ୍ତକ […]

Continue Reading

ସରକାର ଚଳାଇବା ବେଳେ ମୋଦୀଙ୍କ ଭରସାଯୋଗ୍ୟ ଓଡ଼ିଆ

ଭୁବନେଶ୍ୱର: ଏକଦା ରାଜ୍ୟ ବାହାରେ ଓଡ଼ିଶା କଥା କହିଲେ ଭୋକ ଉପାସ, ଶିଶୁ ବିକ୍ରି ଏବଂ କ୍ଷୁଧା କଥା ଚର୍ଚ୍ଚାରେ ରହୁଥିଲା। କିନ୍ତୁ ସମୟ ବଦଳିବା ସହିତ ବଦଳିଛି ଓଡ଼ିଆଙ୍କ ହାବଭାବ। ମୁଖ୍ୟତଃ ଦେଶ ସ୍ୱାଧୀନ ହେବା ପରଠୁ ନରେନ୍ଦ୍ର ମୋଦୀଙ୍କ ଶାସନରେ ଦିଲ୍ଲୀରେ ଓଡ଼ିଆଙ୍କ ପତିଆରା ବଢିଛି । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ନିଜର ଭରସାଯୋଗ୍ୟ ଅଫିସର ଭାବେ ଓଡ଼ିଆ ଅଫିସରଙ୍କୁ ରଖିଛନ୍ତି। ପ୍ରମୁଖ ବିଭାଗର ପଦବୀ ହେଉ କି ନିଜ ମନ୍ତ୍ରିମଣ୍ଡଳ […]

Continue Reading

ରାଷ୍ଟ୍ରପତି ନିର୍ବାଚନ: ବିଜେପିର ରଣନୀତି ପଢ଼ି ବିଜେଡି ଚଳାଇଲା ସମାନ ଗୋଟି

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ବିଜେପି ରାଷ୍ଟ୍ରପତି ପ୍ରାର୍ଥୀ କରି ବିଜେପି ସାରା ଦେଶରେ ନିଜର ଏକ ଆଦିବାସୀ ଚେହେରା ତିଆରି କରିଛି । ଯାହାକି ଆଗାମୀ ଦିନରେ ସାରା ଦେଶର ୧୪ଟି ରାଜ୍ୟରେ ଥିବା ମୋଟ୍ ଜନସଂଖ୍ୟାର ୮.୬ ପ୍ରତିଶତ ଆଦିବାସୀ ଭୋଟ୍ ହାତେଇବାରେ ସହଯୋଗ କରିବ ବୋଲି ଚିନ୍ତା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଜେପିର ଶୀର୍ଷ ନେତୃତ୍ୱ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଛନ୍ତି ବୋଲି କୁହାଯାଉଛି। ଏପରି କରି ବିଜେପି ଓଡ଼ିଶା ସମେତ […]

Continue Reading