ନାମାଙ୍କନ ଭରିବେ ଦ୍ରୌପଦୀ, ସାଙ୍ଗରେ ଦିଲ୍ଲୀ ଗଲେ ନବୀନଙ୍କ ଦୁଇ କ୍ୟାବିନେଟ ମନ୍ତ୍ରୀ
ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ନାମାଙ୍କନ ଭରିବେ । ଏହି ସମୟରେ ଉପସ୍ଥିତ ରହିବେ ବିଜେପିର ୧୦ ବିଧାୟକଙ୍କ ସହିତ ବିଜେଡିର ଦୁଇ ବିଧାୟକ ତଥା କ୍ୟାବିନେଟ ମନ୍ତ୍ରୀ। ଏହି ଦୁଇ କ୍ୟାବିନେଟ ମନ୍ତ୍ରୀ ହେଉଛନ୍ତି ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ। ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟୁଇଟ୍ କରିଛନ୍ତି। ଯେଉଁଥିରେ ସେ ଉଲ୍ଲେଖ କରିଛନ୍ତି, ବିଜେପି ସଭାପତି ଜେ. ପି ନଡ୍ଡା ତାଙ୍କ ସହ […]
Continue Reading
