ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ୨୪ ଯାଏ ବର୍ଷିବ
ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାରା ରାଜ୍ୟକୁ ମୌସୁମୀ ଛୁଇଁଥିବା ବେଳେ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କନାଳ ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଘଡ଼ଘଡ଼ି ଓ ବଜ୍ରପାତ ନେଇ ବାଲେଶ୍ୱର, କଟକ, କେନ୍ଦ୍ରାପଡ଼ା, […]
Continue Reading
