ତ୍ରିରଙ୍ଗା ଆନ୍ଦୋଳନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
ନୂଆଦିଲ୍ଲୀ : ‘ହର ଘର ତ୍ରିରଙ୍ଗା’ ଆନ୍ଦୋଳନକୁ ମଜବୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧୀନ ଭାରତର ପତାକା ପାଇଁ ସ୍ୱପ୍ନ ଦେଖିଥିବା ବ୍ୟକ୍ତିମାନଙ୍କ ଅଦମ୍ୟ ସାହସ ଓ ପ୍ରୟାସକୁ ମନେ ପକାଇ ସଲାମ୍ କରିଛନ୍ତି। ତ୍ରିରଙ୍ଗା ସହିତ ଜଡିତ କମିଟି ଓ ପଣ୍ଡିତ ନେହରୁ ଉତ୍ତୋଳନ କରିଥିବା ପ୍ରଥମ ତ୍ରିରଙ୍ଗା ସମ୍ପର୍କରେ ସେ କିଛି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି […]
Continue Reading
