କାଲିମେଳାରେ ପ୍ରବଳ ବର୍ଷା: ପୋଲ ଉପରେ ୬ଫୁଟ ବନ୍ୟା ଜଳ
ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ଵ୍ଲକରେ ପ୍ରବଳ ବର୍ଷା ଜାରି ରହିଛି। ଏଠାରେ ଲଗାଣ ବର୍ଷାରେ ମୋଟୁ ଚିନ୍ତୁର ଜାତୀୟ ରାଜପଥ ପାଣିରେ ବୁଡ଼ିଯାଇଛି। ମୋଟୁ- ଚିନ୍ତୁର ମଝିରେ ଥିବା କୁଇଗୁର ପୋଲ ଉପରେ ପାଖାପାଖି ୬ଫୁଟ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଚିନ୍ତୁର ଠାରୁ ଭଦ୍ରାଞ୍ଚଳମ ଯାଇଥିବା ମୁଖ୍ୟ ରାସ୍ତାର ନିଲିପକା ନିକଟରେ ମଧ୍ୟ ପୋଲ ବନ୍ୟା ପାଣିରେ ବୁଡ଼ି ଯାଇଛି। ଏହାଫଳରେ ମାଲକାନଗିରିରୁ ଆନ୍ଧ୍ର ଯୋଗାଯୋଗ ବିଛିନ୍ନ ହୋଇଥିବା ଜଣାଯାଇଛି। ଉଭୟ […]
Continue Reading
