ପାକିସ୍ତାନରେ ଜେଲରେ ବନ୍ଦୀ ଅଛନ୍ତି ୬୮୨ ଜଣ ଭାରତୀୟ

ନୂଆଦିଲ୍ଲୀ: ପାକିସ୍ତାନ ଜେଲରେ ବନ୍ଦୀ ଅଛନ୍ତି ୬୮୨ ଜଣ ଭାରତୀୟ । ଶୁକ୍ରବାର ପାକିସ୍ତାନ ସରକାର ଇସଲାମାବାଦରେ ଅବସ୍ଥାପିତ ଭାରତୀୟ ହାଇକମିଶନଙ୍କୁ ଏହି ସୂଚନା ଦେଇଛନ୍ତି । ବନ୍ଦୀ ମାନଙ୍କ ଭିତରେ ରହିଛନ୍ତି ୪୯ ଜଣ ସାଧାରଣ ନାଗରିକ ଏବଂ ୬୩୩ ଜଳପଥ ସୀମା ପାର କରିଥିବା ମତ୍ସ୍ୟଜୀବୀ । ଏହି ତଥ୍ୟ ଉଭୟ ପକ୍ଷରୁ ଆଦାନପ୍ରଦାନ କରାଯାଇଛି । ଭାରତୀୟ ଜେଲରେ ୪୬୧ ଜଣ ପାକିସ୍ତାନୀ ନାଗରିକ ଅଟକ ଅଛନ୍ତି । ୩୪୫ ଜଣ ସାଧାରଣ […]

Continue Reading

ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ବାଧ୍ୟତାମୂଳକ

କଟକ : ଭୁବନେଶ୍ୱର ପରେ କଟକରେ ମାସ୍କ ବାଧ୍ୟତାମୂଳକ ହେଲା । କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍‌ସି । କୋଭିଡ଼ ସଂକ୍ରମଣ ବଢ଼ିବାରୁ ପ୍ରଶାସନ କଟକଣା କଡ଼ା କରିଛି । କଟକରେ ରହୁଥିବା ଲୋକଙ୍କ ସମେତ କଟକକୁ ଆସୁଥିବା ଲୋକ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି । ସେହିପରି ବାହାରକୁ ଗଲେ ବା ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ କରାଯାଇଛି । ଏହାସହ ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତ୍ୱ […]

Continue Reading

ହାଇଦ୍ରାବାଦ୍‌ରେ ବିଜେପିର ଦୁଇଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ: ମୋଦି ଯୋଗଦେବେ

ହାଇଦ୍ରାବାଦ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଦେଶରୁ ସବୁ ବରିଷ୍ଠ ବିଜେପି ନେତା ଏବେ ହାଇଦ୍ରାବାଦରେ ପହଁଚି ସାରିଛନ୍ତି । ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦ୍‌ରେ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଏହି ବୈଠକ ଜାରି ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହ, ଦଳୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବିଜେପି ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟାନ୍ୟ ନେତା ଏହି ବୈଠକରେ ଯୋଗଦେବେ । ଏତଦ୍ […]

Continue Reading

ଗଞ୍ଜାମବାସୀଙ୍କ ସ୍ୱାସ୍ଥ୍ୟଗତ ତଥ୍ୟର ହେବ ଡିଜିଟାଲ ଡାଟାବେସ୍‌

ବ୍ରହ୍ମପୁର: ସ୍ୱାସ୍ଥ୍ୟ ବିଭାଗ ତରଫରୁ ଗଞ୍ଜାମ ଜିଲା ବ୍ୟାପି ଘରକୁ ଘର ବୁଲି ପ୍ରତ୍ୟୋକ ପରିବାରର ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ତଥ୍ୟ ସଂଗ୍ରହ କରାଯାଇ ଡିଜିଟାଲ ଡାଟାବେସ୍ ପ୍ରସ୍ତୁତ ହେବ। ଉକ୍ତ ଡାଟାବେସ୍ ତଥ୍ୟକୁ ଆଧାର କରି ଚିକିତ୍ସା ପଦ୍ଧତିର ମାର୍ଗ ନିରୂପଣ କରାଯିବ । ଫଳରେ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଡାକ୍ତର ନିଯୁକ୍ତି, ରୋଗ ନିରୂପଣ ପରୀକ୍ଷା, ଔଷଧ ବିତରଣ ଇତ୍ୟାଦି କ୍ଷେତ୍ରରେ ସୁଧାର ଆଣିବା ଦିଗରେ ସ୍ୱାସ୍ଥ୍ୟ ବିଭାଗକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି ଗଞ୍ଜାମ […]

Continue Reading

୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହୋଇପାରେ ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲେ ବି ରାଜ୍ୟରେ ଆଶାନୁରୂପକ ବର୍ଷା ହୋଇନାହିଁ । ତେବେ ଏହାରି ମଧ୍ୟରେ ଖବର ଆସିଛି ଯେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ, ଫଳରେ ଏହି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪ ରୁ ୫ ଦିନ ଯାଏଁ ହାଲୁକା ବର୍ଷା ସମ୍ଭାବନା ରହିଥିବା ବେଳେ କେତେକ […]

Continue Reading

ବୁମ ବୁମ ବୁମରାହଙ୍କ କମାଲ: ବ୍ରଡଙ୍କ ଓଭରରେ ନେଲେ ୩୫ ରନ

ଏଜବେଷ୍ଟନ: ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୫ମ ଟେଷ୍ଟରେ ରିଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜା ଶତକ ହାସଲ କରିଥିଲେ ମଧ୍ୟ କମାଲ କରିିଛନ୍ତି ଅଧିନାୟକ ଯଶପ୍ରୀତ ବୁମରାହ । ଷ୍ଟୁଆର୍ଟ ବ୍ରଡଙ୍କ ଗୋଟିଏ ଓଭରରେ ସେ ୩୫ ରନ ସଂଗ୍ରହ କରିଥିଲେ । ବ୍ରଡଙ୍କ ଏହି ଓଭରରେ ବ୍ୟାଟରୁ ୨୯ ଏବଂ ଅତିରିକ୍ତରୁ ୬ ରନ ମିଳିଥିଲା । ଏଥିସହ ବ୍ରଡ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ମହଙ୍ଗା ଓଭର ପକାଇଛନ୍ତି । ତାଙ୍କ ପୂର୍ବରୁ […]

Continue Reading