ନୂଆ ସଂସଦ ଭବନରେ ଲାଗିଥିବା ସିଂହ ହିଂସ୍ର ନୁହଁନ୍ତି: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ନୂଆ ସଂସଦ ଭବନର ସମ୍ମୁଖପଟ ଶୀର୍ଷରେ ଲାଗିଥିବା ଜାତୀୟ ପ୍ରତୀକ ଅଶୋକ ସ୍ତମ୍ବକୁ ନେଇ ବିବାଦ ଉପୁଜିଥିଲା। ଏହି ସିଂହକୁ ହିଂସ୍ର ମୁଦ୍ରାରେ ତିଆରି କରାଯାଇଥିବା ଅଭିଯୋଗ ଉଠିବା ସହ ମାମଲା ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ହେଲେ ଏହି ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଆଡଭୋକେଟ ଆଲଦାନିଶ ରେନ୍ ପକ୍ଷରୁ ଏହି ଆବେଦନ କରାଯାଇଥିଲା । ସେଥିରେ କୁହାଯାଥିଲା ଯେ, ନୂଆ ସଂସଦ ଭବନରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଅନାବରଣ କରାଯାଇଥିବା ଜାତୀୟ ପ୍ରତୀକ […]
Continue Reading