ଚାଳି ଚାଲି ଯିବା ପାଇଁ ଜାତୀୟ ଓ ରାଜ୍ୟ ରାଜପଥରେ ରହିବ ସ୍ୱତନ୍ତ୍ର ଟ୍ରାକ୍
ଭୁବନେଶ୍ୱର: ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ରହିବ ସ୍ୱତନ୍ତ୍ର ଟ୍ରକ୍। ଯେଉଁଥିରେ କେବଳ ପଥଚାରୀ ଚାଲିବେ। ଠିକ୍ ସେମିତି ସାଇକେଲ ଚାଳକଙ୍କ ପାଇଁ ମଧ୍ୟ ରହିବ ସ୍ୱତନ୍ତ୍ର ଟ୍ରାକ୍। କିନ୍ତୁ ସେହି ରାସ୍ତାରେ ଯାନବାହନ ଯାଇପାରିବ ନାହିଁ। ରାଜ୍ୟର ସବୁ ସଡକରେ ଏଭଳି ଡିଜାଇନ୍ ରହିବ। ଦୁର୍ଘଟଣା ରୋକିବା ଲାଗି ପରିବହନ ବିଭାଗ ରାଜ୍ୟ ମୋଟର ଭେଇକିଲ୍ ଆକ୍ଟ ୧୯୯୩ରେ ସଂଶୋଧନ କରି ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି। ସେଥିପାଇଁ ବିଭାଗ ପ୍ରସ୍ତୁତ କରିଛି […]
Continue Reading
