ଆଜି ‘ବିଶ୍ୱ ହୃଦୟ ଦିବସ’ : ଚଳିତ ବର୍ଷର ଥିମ୍ ରହିଛି ‘ୟୁଜ ହାର୍ଟ ଫର ଏଭ୍ରି ହାର୍ଟ’

ଭୁବନେଶ୍ୱର: ଆଜି ବିଶ୍ୱ ହୃଦରୋଗ ଦିବସ । ହୃଦରୋଗର ପ୍ରତିଷେଧ ଓ ନିରାକରଣ ସଂପର୍କରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତିବର୍ଷ ଆଜିର ଦିନକୁ ବିଶ୍ୱ ହୃଦୟ ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍ ରହିଛି ‘ୟୁଜ୍ ହାର୍ଟ ଫର ଏଭ୍ରି ହାର୍ଟ’ । ଏବେ ହୃଦଘାତ ଯୋଗୁ ଯୁବପିଢିଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ ହୋଇଛି । ଯୁବକମାନେ ମାତ୍ରାଧିକ ଶାରିରୀକ ବ୍ୟାୟାମ କରିବା ପୂର୍ବରୁ ହୃତ୍ପିଣ୍ଡ ସହ ସନ୍ତୁଳନ ରକ୍ଷା […]

Continue Reading

‘ଆଜି ସାନିଟାରୀ ପ୍ୟାଡ୍ ଦାବି କରୁଛ, କାଲି କହିବ ଆମକୁ କଣ୍ଡୋମ ଦିଅ’

ନୂଆଦିଲ୍ଲୀ: ବିହାର ସରକାରଙ୍କ ଜଣେ ମହିଳା ଅଧିକାରୀ ସଂପ୍ରତି ନିଜର ବୟାନକୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି। ଛାତ୍ରୀମାନେ ତାଙ୍କୁ ମାଗଣାରେ ସାନିଟାରୀ ପ୍ୟାଡ୍ ଦାବି କରିବାରୁ, ଅଧିକାରୀ ବଡ ବିଚିତ୍ର ପ୍ରତିକ୍ରିୟା ଦେଇଥିଲେ। ବିହାର ମହିଳା ବିକାଶର ବରିଷ୍ଠ ଅଧିକାରୀ କହିଥିଲେ, ଏବେ ତ ଆପଣ ମାଗଣାରେ ଜିନ୍ସ ଏବଂ କଣ୍ଡୋମ ମଧ୍ୟ ଦାବି କରିବେ। ତାଙ୍କର ଏମିତି ଆଶାଳୀନ ଟିପ୍ପଣୀକୁ ଶିବସେନା ଏବଂ କଂଗ୍ରେସ ଘୋର ନିନ୍ଦା କରିଛନ୍ତି। ସଶକ୍ତ ବେଟି, ସମୃଦ୍ଧ ବିହାର […]

Continue Reading

ନିଲମ୍ୱିତ ହେଲେ କୋଷାଗୁମୁଡାର ପୂର୍ବତନ ବିଡିଓ

ନବରଙ୍ଗପୁର: ଦୁର୍ନୀତି ମାମଲାରେ ଛନ୍ଦି ହୋଇଛନ୍ତି ବିଡିଓ ଅକ୍ଷୟ ମିତା କାର୍ତ୍ତିକ। ସେଥିପାଇଁ ତାଙ୍କୁ ନିଲମ୍ୱନ କରିଛନ୍ତି ରାଜ୍ୟ ସରକାର। ନିଲମ୍ୱନ ସମୟରେ ସେ କୋରାପୁଟ PD-DRDAଙ୍କ ନିକଟରେ ଉପସ୍ଥିତ ରହିବାକୁ କୁହାଯାଇଛି। କରୋନା ବେଳେ ଅକ୍ଷୟ ମିତା କାର୍ତ୍ତିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକରେ ବିଡିଓ ଭାବେ କାର୍ଯ୍ୟରତ ଥିଲେ। ସେହି ସମୟରେ ୪୨ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏବେ ସେ କୋରାପୁଟ ଜିଲ୍ଲା ନାରାୟପାଟଣାରେ ବିଡିଓ ଭାବେ କାର୍ଯ୍ୟରତ ଥିଲେ। […]

Continue Reading

ଏଣିକି ଓଡିଶାରେ କାର ପଛରେ ବସୁଥିବା ଯାତ୍ରୀଙ୍କ ପାଇଁ ସିଟ୍ ବେଲ୍ଟ ବାଧ୍ୟତାମୂଳକ ହେବ

ଭୁବନେଶ୍ୱର: ପୂର୍ବରୁ କାରରେ ଡ୍ରାଇଭର ସିଟ୍ ଏବଂ ପାଖରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ସିଟ୍ ବେଲ୍ଟ ବାଧ୍ୟତାମୂଳକ ଥିଲା । ଏବେ କିନ୍ତୁ କାର ପଛରେ ବସୁଥିବା ଯାତ୍ରୀ ସିଟ୍ ବେଲ୍ଟ ପିନ୍ଧିବା ବାଧ୍ୟତାମୂଳକ ହେବ। ଓଡିଶା ସରକାରଙ୍କ ପରିବହନ ବିଭାଗ ଏ ନେଇ ଏକ ଚିଠି ଲେଖିଛନ୍ତି ପରିବହନ କମିସନରଙ୍କୁ । ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିବା ସହ ନିୟମ କଡ଼ାକଡ଼ି ଲାଗୁ କରିବାକୁ ପରିବହନ ବିଭାଗ ପକ୍ଷରୁ ପରିବହନ କମିସନରଙ୍କୁ ଚିଠି କରାଯାଇଛି। ଟାଟା […]

Continue Reading

ମୁକେଶ ଆମ୍ବାନୀଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା, ଏବେ ତାଙ୍କୁ ୫୫ ଜଣ ଜଗିବେ

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ମୁକେଶ ଆମ୍ବାନୀଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ିଲା। କେନ୍ଦ୍ର ଗୃହମନ୍ତ୍ରଣଳାୟ ପକ୍ଷରୁ ମୁକେଶ ଆମ୍ବାନୀଙ୍କ ସୁରକ୍ଷା କଭରକୁ ବୃଦ୍ଧି କରାଯାଇ ଥିବା ସୂଚନା ମିଳିଛି। ଏବେ ଆମ୍ବାନୀଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା ମିଳିବ। ଆମ୍ବାନୀଙ୍କ ଜୀବନ ପ୍ରତି ବିପଦ ଥିବା ଗୋଇନ୍ଦା ବିଭାଗର ରିପୋର୍ଟ ଆଧାରରେ ଏହି ନିଷ୍ପତ୍ତି ହୋଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଥିବା ମୁକେଶ ଆମ୍ବାନୀଙ୍କୁ ପୂର୍ବରୁ ଜେଡ୍ କେଟାଗୋରୀ ସୁରକ୍ଷା ଯୋଗାଇ ଦିଆଯାଇଥିଲା। ଗତ ବର୍ଷ ମୁକେଶ […]

Continue Reading

ସାବଧାନ୍ ! ୨୪ ଘଣ୍ଟା ମଧ୍ୟରେ ହେବ ପ୍ରବଳ ବର୍ଷା, ୨୦ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିବା ସହ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୧ରେ ଉତ୍ତର-ପୂର୍ବ ଏବଂ ଏହାର ଆଖପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆଜି ଠାରୁ ୪ ଅକ୍ଟୋବର ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି […]

Continue Reading

ଶହୀଦ ଭଗତ ସିଂଙ୍କ ଜୟନ୍ତୀରେ ଆପର ରକ୍ତଦାନ ଶିବିର

ଭୁବନେଶ୍ୱର : ଶହୀଦ ଭଗତ ସିଂଙ୍କ ଜୟନ୍ତୀ ପାଳନ କରିବା ଅବସରରେ ଆମ୍ ଆଦମୀ ପାର୍ଟି ଓଡିଶା ତରଫରୁ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆପ୍ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର ରକ୍ତଦାନ ଶିବିରର ଉଦଘାଟନ କରି ରକ୍ତଦାନ କରିଥିଲେ ।  ଡେଙ୍ଗୁ ପାଇଁ ରାଜଧାନୀରେ ପ୍ଲାଟଲେଟର ଅଭାବ ଥିଲାବେଳେ, ଆଜିର ଏହି ରକ୍ତଦାନ ଶିବିର ଜନ ସାଧାରଣଙ୍କୁ ସାହାଯ୍ୟ କରିବ […]

Continue Reading

୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବ୍ରାଉନସୁଗର ଜବତ

ଭୁବନେଶ୍ୱର: ୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ବ୍ରାଉନସୁଗର ଜବତ, ଜଣେ ଗିରଫ। ଗିରଫ ବ୍ୟକ୍ତି ଜଣକ ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ଫରେଷ୍ଟ ପାର୍କ ଅଞ୍ଚଳର ଉମେଶ ବେହେରା(୨୪)। ସେ କାର୍‌ରେ ବ୍ରାଉନସୁଗାର ବିକ୍ରି କରିବା ଉଦ୍ଦେଶ୍ୟରେ ଆଣି ଆସୁଥିଲେ। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ଓ ଜଟଣୀ ରୋଡ୍‌ରେ ଚଢ଼ାଉ କରି ଏସ୍‌ଟିଏଫ୍ ଓ କମିଶନରେଟ୍‌ ପୁଲିସ ଏହି ବ୍ୟକ୍ତିକୁ ଗିରଫ କରିଛି। ଗତକାଲି ଏ ଚଢ଼ାଉ କରାଯାଇଥିବା ସମ୍ପର୍କରେ ଏସ୍‌ଟିଏଫ୍ ଆଜି […]

Continue Reading

ଦେଶର ଗରିବ ଲୋକଙ୍କ ପାଇଁ ଖୁସି ଖବର , ବର୍ଷ ଶେଷ ଯାଏଁ ମିଳିବ ମାଗଣା ରାସନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆଉ ତିନି ମାସ ବଢାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁସାରେ,ଏହି ବର୍ଷ ଶେଷ ଯାଏଁ ଏହି ଯୋଜନାକୁ ବଢାଯାଇଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଦେଶର ଗରିବ ଲୋକ ମାନଙ୍କ ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । ଏହି ଖାଦ୍ୟ ଯୋଜନା ଅଧୀନରେ ଦେଶର ଅଧିକାଂଶ ଜନସଂଖ୍ୟାକୁ ସରକାର ସାମିଲ କରିଛନ୍ତି । ସରକାରଙ୍କ ଉପରେ […]

Continue Reading

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ: ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ଓ ଯାଞ୍ଚ ବ୍ୟବସ୍ଥାକୁ ସରକାର କଡ଼ାକଡ଼ି କାର୍ଯ୍ୟକାରୀ କରିବା ନେଇ ପରିବହନ ବିଭାଗ ଠାରୁ ଜବାବ ମାଗିଲେ ହାଇକୋର୍ଟ। ଏଭଳି ନମ୍ବର ପ୍ଲେଟ ଲଗାଇବା ନିମନ୍ତେ ସରକାର ନିର୍ଦ୍ଧାରିତ କରି‍ଥିବା ସମୟସୀମାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହ ଜବାବ ଦେବାକୁ କହିଛନ୍ତି। ଆବଶ୍ୟକୀୟ ଭିତ୍ତଭୂମି ବିନା ଏହାକୁ ଲାଗୁ କରିବା କେତେ ଦୂର ଠିକ୍, ସମୟସୀମା ଆଉ ବଢ଼ାଯାଇ ପାରିବ କି ନାହିଁ, ଏହାର […]

Continue Reading