ଓଡ଼ିଶାରେ ପରିବର୍ତ୍ତନ ଆଣିବା ପାଇଁ ସଂଗଠିତ ହେଉଛି ଆପ୍
ଭୁବନେଶ୍ୱର : ଭୁବନେଶ୍ଵରସ୍ଥିତ ଉତ୍କଳ ଦୃଷ୍ଟିହୀନ ସଂଘ ଠାରେ ଖୋର୍ଦ୍ଧା ଜିଲ୍ଲା ଆମ୍ ଆଦମୀ ପାର୍ଟି ତରଫରୁ ଅନୁଷ୍ଠିତ ହୋଇଥିବା ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଆପ୍ ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକର୍ତ୍ତା ସମ୍ମିଳନୀଟି ଖୋର୍ଦ୍ଧା ଜିଲ୍ଲା ସଭାପତି ଶୁଭାଶିସ ସ୍ୱାଇଁ, ଏବଂ ଜିଲ୍ଲା ସାଙ୍ଗଠନିକ ସମ୍ପାଦକ ସୁନୀଲ କୁମାର ଷଡ଼ଙ୍ଗୀଙ୍କ ଦ୍ବାରା ଉଦଘାଟିତ ହୋଇଥିଲା। ଜିଲ୍ଲା ସାଙ୍ଗଠନିକ ସମ୍ପାଦକ ସୁନୀଲ କୁମାର ଷଡ଼ଙ୍ଗୀଙ୍କ ସ୍ୱାଗତ୍ ଭାଷଣ ସହ ସଭା […]
Continue Reading
