ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର ଏମ୍ସ ଭୁବନେଶ୍ୱରରେ ଉଦଘାଟିତ
ଭୁବନେଶ୍ୱର: କବକ ସଂକ୍ରମଣ ଓ ନିରାକରଣ ନିମନ୍ତେ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର ଏମ୍ସ ଭୁବନେଶ୍ୱରରେ ଉଦଘାଟିତ ହୋଇଯାଇଛି । କବକ ଚିହ୍ନଟ, ଏନେଇ ହେଉଥିବା ସଂକ୍ରମଣ ଏବଂ ଏହାର ନିରାକରଣ ନେଇ ଆଜି ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଥିବା ଏପରି ଅନୁସନ୍ଧାନକେନ୍ଦ୍ର ପୂର୍ବ ଭାରତରେ ପ୍ରଥମ । ଏନେଇ ଅଧିକ ଗବେଷଣା ପାଇଁ ଏହା ଏକ ରେଫରାଲ୍ କେନ୍ଦ୍ର ଭାବରେ କାର୍ଯ୍ୟ କରିବ ବୋଲି ଗବେଷକମାନେ ମତ ରଖିଛନ୍ତି । ଏମ୍ସ ଭୁବନେଶ୍ୱର […]
Continue Reading