ଆଜିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା
କଟକ: ଆଜିଠୁ ମାଟ୍ରିକ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ ପରୀକ୍ଷା ଆରମ୍ଭ ହୋଇଛି । ରାଜ୍ୟରେ ମୋଟ ୫ ଲକ୍ଷ ୩୨ ହଜାର ୭୧୨ ଛାତ୍ରଛାତ୍ରୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା ଦେଉଛନ୍ତି । ଏଥିପାଇଁ ବୌର୍ଡ ପକ୍ଷରୁ ୩୦ ଜିଲ୍ଲାରେ ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ପ୍ରଥମ ଦିନ ସକାଳ ୯ଟାରେ ଛାତ୍ରଛାତ୍ରୀ ମାନେ ସେଣ୍ଟର ଭିତରକୁ ପ୍ରବେଶ କରିଛନ୍ତି। ଅନ୍ୟଦିନମାନଙ୍କରେ ୯ଟା ୧୫ରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ […]
Continue Reading