ପ୍ରକାଶ ପାଇଛି OJS-୨୦୨୧ ରେଜଲ୍ଟ: ଆଦ୍ୟାଶା ମିଶ୍ର ଟପ୍ପର
ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି OJS-୨୦୨୧ ରେଜଲ୍ଟ। ଏଥିରେ ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ଆଦ୍ୟାଶା ମିଶ୍ର ଟପ୍ପର ହୋଇଥିବା ବେଳେ ଚେତନା ପଟ୍ଟନାୟକ ଦ୍ୱିତୀୟ ଓ ଏ.ଗୀତାଞ୍ଜଳି ନାଇଡୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ୫୦ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୨୮ ଜଣ ମହିଳା ଅଛନ୍ତି। ସେହିପରି ଚତୁର୍ଥ ସ୍ଥାନରେ ବିଭୂ ପ୍ରସାଦ ନାୟକ, ପଞ୍ଚମ ସ୍ଥାନରେ ସୁମୀତା ରଥ, ଷଷ୍ଠରେ ରାଜଲକ୍ଷ୍ମୀ ମହାନ୍ତି, ସପ୍ତମରେ ରାଜେଶ ମିଶ୍ର, ଅଷ୍ଟମରେ […]
Continue Reading
