ବଢ଼ିଲା ରେପୋରେଟ୍: ମହଙ୍ଗା ହେବ ହୋମ୍, କାର୍ ଓ ପର୍ସନାଲ ଲୋନ୍
ନୂଆଦିଲ୍ଲୀ: ବଢ଼ିଲା ରେପୋ ରେଟ୍। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍ ୩୫ ବେସିସ୍ ପଏଣ୍ଟ୍ ବୃଦ୍ଧି କରିଛି। ଫଳରେ ମହଙ୍ଗା ହେବ ଋଣ। ଆରବିଆଇ ପକ୍ଷରୁ ରେପୋ ରେଟ୍ ୦.୩୫% ବୃଦ୍ଧି କରାଯାଇଛି । ବର୍ତ୍ତମାନ ରେପୋ ରେଟ୍ ୫.୯୦ ପ୍ରତିଶତରୁ ୬.୨୫%କୁ ବୃଦ୍ଧି ପାଇଛି। ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି ଆରବିଆଇ ମନିଟାରୀ କମିଟିରେ ଏହି ନିଷ୍ପତ୍ତି ନିଆଯାଇଛି। ରେପୋ ରେଟ୍ ବୃଦ୍ଧି ପରେ ଋଣ ପରିଶୋଧ ମହଙ୍ଗା ହେବ। ଏହା ସହ ଅନ୍ୟାନ୍ୟ ସାମଗ୍ରୀ […]
Continue Reading
