ଶ୍ରୀମନ୍ଦିରରେ ଘଟିଗଲା ବିରାଟ ଅଘଟଣ: ୩ ଆହତ, ୨ ଜଣ ଗୁରୁତର
ପୁରୀ: ଶ୍ରୀମନ୍ଦିର ପରିସରରେ ଘଟିଯାଇଛି ଏକ ବିରାଟ ବଡ ଅଘଟଣ । ଭୋଗ ମଣ୍ଡପରେ ଡାଲିହାଣ୍ଡି ଭାଙ୍ଗିବା ବେଳେ କିଛି ଲୋକ ଆହତ ହୋଇଥିବା ଜାଣିବାକୁ ମିଳିଛି । ଘଟଣାସ୍ଥଳରେ ୩ ଜଣ ଆହତ ହୋଇଥିବା ବେଳେ ୨ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ସଦର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ସେମାନଭ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ତଥ୍ୟ ଏବେ ମିଳିପାରିନାହିଁ । ସେପଟେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ […]
Continue Reading
