ଏନସିଇଆରଟିର ଦଶମ ଶ୍ରେଣୀ ବହିରୁ ପିରିଅଡିକ ଟେବୁଲ, ଗଣତନ୍ତ୍ର ଆଦି ପାଠ୍ୟକ୍ରମ ରହିବ ନାହିଁ
ନୂଆଦିଲ୍ଲୀ: ସିବିଏସଏଇ ଦଶମ ଶ୍ରେଣୀ ବହିରେ ନ୍ୟାସନାଲ କାଉନସିଲ୍ ଅଫ୍ ଏଜୁକେସନାଲ୍ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ ବା ଏନସିଇଆରଟି ପ୍ରମୁଖ ପରିବର୍ତ୍ତନ କରିଛି। ପିରିଅଡିକ ବା ପର୍ଯ୍ୟାୟ ଟେବୁଲ୍, ଗଣତନ୍ତ୍ର ଏବଂ ଶକ୍ତିର ଉତ୍ସ ଅଧ୍ୟାୟଗୁଡ଼ିକ ବହିରୁ ହଟାଇ ଦିଆଯାଇଛି। ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଆଉ ଏନସିଇଆରଟିର ବହିରେ ଥିବା ପାଠ୍ୟ ଖସଡାରେ ଏହା ପଢିପାରିବେ ନାହିଁ। ଛାତ୍ରଛାତ୍ରୀଙ୍କ ଉପରେ ଭାର କମାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଅଧିକାରୀମାନେ କହିଛନ୍ତି। ଚଳିତ ବର୍ଷ […]
Continue Reading