ଏସିଆର ଶ୍ରେଷ୍ଠ ୧୮୪ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତବର୍ଷ ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ପ୍ରକାଶ ପାଇଛି । ବୁଧବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗରେ ପୂର୍ବବର୍ଷଗୁଡ଼ିକ ଭଳି ଏବର୍ଷ ମଧ୍ୟ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ଅତି ଉନ୍ନତ ପ୍ରଦର୍ଶନ କରିଛି । ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୮୪ ତମ ସ୍ଥାନରେ ରହିଛି । ଏହା ସହ କିଟ୍‍ ଦେଶର ସମଗ୍ର ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ […]

Continue Reading

ଅଚ୍ୟୁତ ସାମନ୍ତଙ୍କୁ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର: ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଇଂଲଣ୍ଡର ଖ୍ୟାତି ସମ୍ପନ୍ନ ବକିଙ୍ଗହାମ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଗୁରୁବାର ବକିଙ୍ଗହାମ୍‍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍‍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ […]

Continue Reading