ଓଡ଼ିଆ ଚଳଚ୍ଚିତ୍ର ‘ତୁଳା’ ର ‘ଶୁଭ ମୁହୂର୍ତ୍ତ’

ଭୁବନେଶ୍ୱର: ଫୁଲବାଣୀର ଚର୍ଚ୍ଚିତ ତୁଳା ବେହେରାଙ୍କ ଜୀବନ କାହାଣୀ ଆଧାରିତ ଆର୍ଟମସ୍ ସ୍କ୍ରିନ୍‌ସର ଦ୍ବିତୀୟ ଓଡ଼ିଆ ଚଳଚ୍ଚିତ୍ର ସେବା, ସଂଘର୍ଷ ଓ ସମର୍ପଣର ଗାଥା… ‘ତୁଳା’ ର ‘ଶୁଭ ମୁହୂର୍ତ୍ତ’ ଆଜି ୧ ଫେବୃଆରୀ ୨୦୨୬, ରବିବାର ଦିନ ଭୁବନେଶ୍ବର ବରମୁଣ୍ଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇ ଯାଇଅଛି । ଏହି ଅବସରରେ ଓଡ଼ିଶା ବିଧାନସଭାର ମାନ୍ଯବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ଯ ଅତିଥି ରୁପେ ଯୋଗଦେଇ କହିଥିଲେ ଯେ, ଏଭଳି ମହାନ […]

Continue Reading

ଟାଟା ପାୱାର ନେତୃତ୍ଵାଧୀନ ଓଡ଼ିଶା ଡ଼ିସକମ ଏବଂ କିଟ ବିଶ୍ୱବିଦ୍ୟାଳୟର ସହଭାଗିତାରେ ‘ୱାର୍କ ଇଣ୍ଟିଗ୍ରେଟେଡ୍ ଲର୍ଣ୍ଣିଂ ପ୍ରୋଗ୍ରାମ’ର ଶୁଭାରମ୍ଭ

ଭୁବନେଶ୍ୱର: ଭବିଷ୍ୟତ ପାଇଁ ପ୍ରସ୍ତୁତ ବୈଷୟିକ ଦକ୍ଷତା ନିର୍ମାଣ ଏବଂ ନିରନ୍ତର ବୃତ୍ତିଗତ ବିକାଶକୁ ସକ୍ଷମ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି, ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡ଼ିସକମ ଗୁଡିକ, ଜାନୁଆରୀ ୩୧, ୨୦୨୬ରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (କିଟ) ବିଶ୍ୱବିଦ୍ୟାଳୟ ସହଯୋଗରେ ନିଜର କର୍ମଚାରୀମାନଙ୍କ ପାଇଁ ‘ୱାର୍କ ଇଣ୍ଟିଗ୍ରେଟେଡ୍ ଲର୍ଣ୍ଣିଂ ପ୍ରୋଗ୍ରାମ’ (ଡବ୍ଲୁଆଇଏଲପି) ର ଶୁଭାରମ୍ଭ କରିଛି। ଏହି କାର୍ଯ୍ୟକ୍ରମଟି ଇଲେକ୍ଟ୍ରିକାଲ୍‌ରେ ଡିପ୍ଲୋମା କରିଥିବା କର୍ମଚାରୀମାନେ ନିଜର ଚାକିରି ବଜାୟ […]

Continue Reading