ଅଭିନେତା ଆଶିଷ ବିଦ୍ୟାର୍ଥୀ କରୋନା ପଜିଟିଭ

Top Storise ଦେଶ- ବିଦେଶ

ନୂଆଦିଲ୍ଲୀ: ଜାତୀୟ ପୁରସ୍କାର ବିଜେତା ଅଭିନେତା ଆଶିଷ ବିଦ୍ୟାର୍ଥୀ କୋଭିଡ-୧୯ ସଂକ୍ରମିତ ହୋଇଛନ୍ତି। ସେ ନିଜେ ସୋସିଆଲ୍‌ ମିଡିଆରେ ତାଙ୍କ ପ୍ରଶଂସକ ଏବଂ ଅନୁସରଣକାରୀଙ୍କୁ ଏହି ସୁଚନା ଦେଇଛନ୍ତି। ତାଙ୍କୁ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଆଶିଷ ମଧ୍ୟ ଉଲ୍ଲେଖ କରିଛନ୍ତି। “ଏହାସହିତ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଅଛି ବୋଲି ସେ କହିଛନ୍ତି।

ସେ ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି ଯେଉଁଥିରେ ସେ ବାରାଣାସୀ କିମ୍ବା ଦିଲ୍ଲୀରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରିବାକୁ ଅନୁରୋଧ କରିଛନ୍ତି। ଏହାସହିତ ସେ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *