ଗୁରୁଦିବସ ଅବସରରେ ଓଡିଶାର ୪ ଜଣ ଶିକ୍ଷକଙ୍କ ସମେତ ୭୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଆଜି ଗୁରୁ ଦିବସ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୫ ଜଣ ମନୋନୀତ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତିଙ୍କ ଦ୍ବାରା ଜାତୀୟ ଶିକ୍ଷକ ପୁରସ୍କାର ସମ୍ମାନରେ ସମ୍ମାନିତ ହୋଇଥିବା ୭୫ ଜଣିଆ ଶିକ୍ଷକ/ପ୍ରଶିକ୍ଷକଙ୍କ ମଧ୍ୟରେ ଓଡିଶାରୁ୪ ଜଣ ରହିଛନ୍ତି। ଓଡିଶାରୁ ସମ୍ମାନିତ ହୋଇଥିବା ୪ ଜଣ ଶିକ୍ଷକ/ପ୍ରଶିକ୍ଷକଙ୍କ ମଧ୍ୟରେ ଅଛନ୍ତି ଭଦ୍ରକ ଜିଲ୍ଲା କେନ୍ଦୁଆପଡା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଓ ଜଗତସିଂହପୁର ଜିଲ୍ଲା […]
Continue Reading