ଟ୍ରେନ୍ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ
କେନ୍ଦୁଝର: ବିପଦରେ ଗଜରାଜ । ମାଲବାହୀ ଟ୍ରେନ୍ ଧକ୍କାରେ ଗଲା ୩ ହାତୀଙ୍କର ଜୀବନ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଂଶପାଣି ବେହେରା ହାଟିଂ ନିକଟରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ଗୋଟିଏ ହାତୀ ଛୁଆର ମୃତ୍ୟୁ ହୋଇଥିଲା । ଆଜି ଆହତ ଆଉ ୨ଟି ହାତୀ ମୃତ୍ୟୁବରଣ କରିଛନ୍ତି । ଗତକାଲି ରାତିରେ ୨୨ ଟିକିଆ ହାତୀ ପଲ ଟ୍ରେନ୍ ଲାଇନ୍ ପାର ହେଉଥିଲେ । ଏତିକିବେଳେ ସେମାନଙ୍କୁ ଧକ୍କା ଦେଇଥିଲା ମାଲବାହୀ […]
Continue Reading
