ନବଦାସ ହତ୍ୟା ଚାର୍ଜସିଟ ଦାଖଲ ପରେ କ୍ରାଇମବ୍ରାଞ୍ଚ ଉପରେ ବର୍ଷିଲା ବିଜେପି; ବିଜେଡି କହିଲା ‘ଏହା ବିରୋଧୀଙ୍କ କାମ’

ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟାର ୧୧୮ ଦିନ ପରେ ଆଜି ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଚାର୍ଜସିଟ ଦାଖଲ ପରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ ଦଳ । ନବଦାସ ହତ୍ୟା ପଛରେ ଯେଉଁ କାରଣ ଚାର୍ଜସିଟରେ କ୍ରାଇମବ୍ରାଞ୍ଚ ଦର୍ଶାଇଛି ତାହାକୁ ନେଇ ବିଜେପି ଉଭୟ ସରକାର ଓ କ୍ରାଇମବ୍ରାଞ୍ଚକୁ ଟାର୍ଗେଟ କରିଛି । ଅନ୍ୟପକ୍ଷେ ବିଜେପି କଟାକ୍ଷର ଉତ୍ତର ଦେଇ ବିଜେଡି ବିରୋଧୀଙ୍କୁ କଡା ସମାଲୋଚନା […]

Continue Reading

ନୂଆ ପାସପୋର୍ଟ ପାଇଁ ରାହୁଲ ଗାନ୍ଧୀଙ୍କୁ ମିଳିଲା ଅନୁମତି , ୩ ବର୍ଷ ପାଇଁ ଦିଆଗଲା ଏନଓସି

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାଇଁ ଖୁସୀ ଖବର ରହିଛି । ରାଉସ୍ ଆଭେନ୍ୟୁ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ଜନକ ଖବର ମିଳିଛି । ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଏକ ନୂତନ ପାସପୋର୍ଟ କରିବାକୁ ଅନୁମତି ଦେଇଛନ୍ତି। ତାଙ୍କୁ ମିଳିଥିବା ଏନଓସ ୩ ବର୍ଷ ପର୍ଯ୍ୟନ୍ତ ବଳବତ୍ତ ରହିବ । ପ୍ରକୃତରେ ସେ ସଂସଦର ସଦସ୍ୟତା ଛାଡିବା ପରେ ସେ ପୁରୁଣା ରାଜନୈତିକ ପାସପୋର୍ଟକୁ ସମର୍ପଣ କରି ନିଜ ପାଇଁ ଏକ ସାଧାରଣ […]

Continue Reading

ଏମ୍ସ ହସ୍ପିଟାଲରେ ରୋଗୀଙ୍କ ସହ ଟିକେଟ୍ କାଟିବା ନେଇ ଦଲାଲି କରୁଥିବା ବେଳେ ଦୁଇ ଗିରଫ

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଏମ୍ସ ମେଡିକାଲ ପରିସରରୁ ଦଲାଲି କରୁଥିବା ବେଳେ ପଶ୍ଚିମବଙ୍ଗର ଦୁଇ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଖଣ୍ଡଗିରି ଅଞ୍ଚଳରେ ଘର ଭଡ଼ା ନେଇ ରୋଗୀଙ୍କୁ ଟାର୍ଗେଟ କରୁଥିଲେ ଏହି ଦୁଇ ବଙ୍ଗବାସୀ। ସାହାଯ୍ୟ କରିବା ଆଳରେ ହଜାର ହଜାର ଟଙ୍କା ଠକୁଥିବାର ଅଭିଯୋଗ ଆସିବା ପରେ ପୋଲିସ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦଲାଲି ଉପରେ ଅଙ୍କୁଶ ଲଗାଇବାକୁ ପ୍ରୟାସ କରିଛି। ମିିଳିଥିବା ସୂଚନା ଅନୁସାରେ ହସ୍ପିଟାଲରେ ଡାକ୍ତର ଦେଖାଇବା ପାଇଁ ଟିକେଟ […]

Continue Reading

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରକୁ ନବୀକରଣ କରାଯିବ: ଛାତ୍ରଛାତ୍ରୀଙ୍କୁ ମିଳିବ ୱାଇଫାଇ ଓ ଫୁଡକୋଟ ସୁବିଧା, ବାପୁଜୀ ନଗରରେ ଖୋଲିବ ଜନ ଲାଇବ୍ରେରୀ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱରରେ ରହି ଅନେକ ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି ଚଳାଇଥାନ୍ତି । ଅନେକ ସମୟରେ ଛାତ୍ରଛାତ୍ରୀମାନେ ଏନେଇ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ତେବେ ସେମାନଙ୍କ ପାଇଁ ଆସିଛି ଏକ ବଡ଼ ଖୁସି ଖବର । ରାଜ୍ୟ ସରକାର ରାଜଧାନୀର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରକୁ ନବୀକରଣ କରିବେ । ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ପାଠାଗାର ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହିତ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି […]

Continue Reading

୨ ହଜାର ଟଙ୍କିଆ ନୋଟ୍ ବ୍ୟାଙ୍କରୁ ଏକ୍ସଚେଞ୍ଜ କରିବା ବେଳେ ୨ ମାଓବାଦୀ ଗିରଫ

ମାଲକାନଗିରି: ଗତ ୧୯ ତାରିଖରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର ନେଇ ରିଜର୍ଭ ବ୍ୟାଙ୍କର ଘୋଷଣା ପରେ ଉଭୟ ସାଧାରଣ ଜନତା ଓ ମାଓବାଦୀ କ୍ୟାମ୍ପ ଏହି ବଡ ନୋଟକୁ ନେଇ ବିଚଳିତ ହୋଇପଡ଼ିଥିବା ବେଳେ ଓଡ଼ିଶା-ଛତିଶଗଡ଼ ସୀମାରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆରଜି) ଯବାନଙ୍କ ମିଳିତ ଅପରେସନ୍ ସମୟରେ ଏକ ମାଓ କ୍ୟାମ୍ପରେ ୨ ହଜାର ଟଙ୍କିଆ ନୋଟର ବଣ୍ଡଲ ଠାବ କରାଯାଇଛି। ବିଜାପୁର ଏସପି ଅଞ୍ଜନେୟ ବର୍ଣ୍ଣେ କହିଛନ୍ତି ଯେ, ଡିଆରଜି ଯବାନମାନେ […]

Continue Reading

୨୦୨୩ ଶେଷ ସୁଦ୍ଧା ଭୁବନେଶ୍ୱରରେ ଆରମ୍ଭ ହେବ ମେଟ୍ରୋ ଟ୍ରେନ କାମ: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ମାଟିରେ ଦୌଡିବ ମେଟ୍ରୋ ଟ୍ରେନ୍ । ଚଳିତବର୍ଷ(୨୦୨୩) ଶେଷ ସୁଦ୍ଧା ଭୁବନେଶ୍ୱରରେ ଏହି କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ । ବର୍ତ୍ତମାନ ଦିଲ୍ଲୀ ମେଟ୍ରୋ ରେଳ ପରାମର୍ଶରେ ଡିପିଆର ପ୍ରସ୍ତୁତି ଚାଲିଛି ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ ଉଷା ଦେବୀ । ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏ ନେଇ ସୂଚନା ଦେଇଛନ୍ତି । ତେବେ ୨୦୨୩ ଶେଷ ସୁଦ୍ଧା ଭୁବନେଶ୍ୱରରେ […]

Continue Reading

ମାଲେସିଆ ମାଷ୍ଟର୍ସ ବ୍ୟାଡମିଂଟନ: କ୍ୱାର୍ଟରରେ ସିନ୍ଧୁ, ପ୍ରଣୟ

ନୂଆଦିଲ୍ଲୀ: ମାଲେସିଆ ମାଷ୍ଟର୍ସ ବ୍ୟାଡମିଂଟନରେ ଭାରତୀୟ ଖେଳାଳିମାନେ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛନ୍ତି । ପିଭି ସିନ୍ଧୁ, ଏଚଏସ ପ୍ରଣୟ ଓ କିଦାମ୍ବି ଶ୍ରୀକାନ୍ତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ମହିଳା ସିଙ୍ଗଲ୍ସରେ ସିନ୍ଧୁ ଜାପାନର ଆୟା ଓହେରୀଙ୍କୁ ୨୧-୧୬, ୨୧-୧୧ରେ ପରାସ୍ତ କରିଥିଲେ । ଏହି ମ୍ୟାଚ ୪୦ମିନିଟ ପର୍ଯ୍ୟନ୍ତ ଖେଳା ଯାଇଥିଲା । କ୍ୱାର୍ଟରରେ ସିନ୍ଧୁ ଚୀନର ୟି ମାନ ହଙ୍ଗଙ୍କୁ ଭେଟିବେ । ପୁରୁଷ ସିଙ୍ଗଲ୍ସରେ ପ୍ରଣୟ ଚୀନର ଶି […]

Continue Reading

୨୭ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ନୀତି ଆୟୋଗ ବୈଠକରେ ଯୋଗ ଦେବେ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକରେ ସେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାନେଇ ଦାବି ଦୋହରାଇବେ ବୋଲି ସୂଚନା ମିଳିଛି । ସେହିପରି ଓଡ଼ିଶାକୁ ସ୍ୱତନ୍ତ୍ର ପ୍ୟାକେଜ ସହ ପ୍ରତି ପଞ୍ଚାୟତରେ ବ୍ୟାଙ୍କ ଖୋଲିବାକୁ ଦାବି ରଖିବେ । ଏହାସହ ଟେଲି କମ୍ୟୁନିକେସନ ବ୍ୟବସ୍ଥା ନେଇ ମଧ୍ୟ ଦାବି ରଖିବେ ବୋଲି ସୂଚନା ମିଳିଛି । […]

Continue Reading

ତେଜିଲା ନୂଆ ସଂସଦ ଭବନ ଉଦଘାଟନ ବିବାଦ; ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ: ନୂଆ ସଂସଦ ଭବନ ଉଦଘାଟନ ଦିନ ଯେତେ ଯେତେ ପାଖେଇ ଆସୁଛି, ବିବାଦ ସେତେ ଘନଉଛି । ଉଦ୍‌ଘାଟନ ସମାରୋହକୁ ୧୯ ବିରୋଧୀ ଦଳ ବହିଷ୍କାର କରିବେ ବୋଲି ଘୋଷଣା କରିବା ପରେ ଏବେ ମାମଲା ସୁପ୍ରିମ କୋର୍ଟରେ ପହଞ୍ଚିଛି । ରାଷ୍ଟ୍ରପତି ସଂସଦ ଭବନ ଉଦଘାଟନ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଛି । ଆବେଦନକାରୀ ଦର୍ଶାଇଛନ୍ତି, ନୂଆ ସଂସଦ ଭବନ ଉଦଘାଟନ ରାଷ୍ଟ୍ରପତି କରିବା ଉଚିତ । ଏପରିକି […]

Continue Reading

ପ୍ରଥମେ ପଶୁ ମାନଙ୍କ ଠାରେ ବ୍ୟାପିବ ଓ ପରେ ମଣିଷଙ୍କୁ ସଂକ୍ରମିତ ହେବ

ୱାଶିଂଟନ୍: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରମୁଖ ଟେଡ୍ରୋସ ଅଦନୋମ୍ ଘେବ୍ରେୟସସ୍ ଏକ ଚେତାବନୀ ଦେଇଛନ୍ତି ଯେ, ବିଶ୍ୱକୁ ଆଗାମୀ ମହାମାରୀ ଲାଗି ସତର୍କ ରହିବାକୁ ପଡିବ ଯାହାକି କୋଭିଡ୍ ୧୯ ମହାମାରୀ ଠାରୁ ଅଧିକ ଘାତକ ହୋଇପାରେ । ଯେଉଁ ସମୟରେ କରୋନା ଭାଇରସ୍ ଆତଙ୍କରୁ ବିଶ୍ୱକୁ କିଛି ମାତ୍ରାରେ ଆଶ୍ୱସ୍ତି ମିଳିଛି ସେହି ସମୟରେ ହୁ ପ୍ରମୁଖଙ୍କ ଏହି ଚେତାବନୀ ସମସ୍ତଙ୍କ ମନରେ ଆତଙ୍କ ସୃଷ୍ଟି କରିଛି । ଟେଡ୍ରୋସ କହିଛନ୍ତି, ଆଗାମୀ ଦିନରେ ଆସୁଥିବା […]

Continue Reading