ଜୁନ୍ ମାସରୁ ରାସନ୍ କାର୍ଡରେ ଆଉ ମିଳିବନି ଗହମ, ଖୋଲା ବଜାରରେ ବଢ଼ିପାରେ ଅଟା ଓ ସୁଜି ଦର!
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଜୁନ୍ ମାସରୁ ରାସନ କାର୍ଡରେ ମିଳୁଥିବା ଗହମ ଆଉ ମିଳିବନି। ଜୁନ୍ ମାସରୁ ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ ଅର୍ଥାତ୍ ୧୦ ମାସ ଯାଏ ଗହମ ମିଳିବନି। ଗରିବ ଖାଉଟି ମାନଙ୍କୁ ୧୦ ମାସ ଗହମ ବଦଳରେ ଚାଉଳ ମିଳିବ। ତେବେ ଏହାର ପ୍ରଭାବ ସିଧାସଳଖ ବଜାର ଉପରେ ପଡ଼ିବ ଏବଂ ଓଡ଼ିଶାରେ ଅଟା, ସୁଜି ଆଦିର ଦାମ୍ ବୃଦ୍ଧି ପାଇବାର ଆଶଙ୍କା ରହିଛି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି […]
Continue Reading
