ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ୩୨ ଲକ୍ଷ ଟଙ୍କା ଠକେଇ:୨ ଗିରଫ
ଭୁବନେଶ୍ବର: ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ । ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଇନଫୋସିଟଇ ଥାନା ପୋଲିସ । କଲେଜରେ ନାମ ଲେଖାଇବାକୁ କହି ଧରାଛୁଆଁ ଦେଇ ନଥିଲେ। ଏହାପରେ ବାଧ୍ୟ ହୋଇ ଛାତ୍ରୀଜଣକ ଏନେଇ ଇନଫୋସିଟି ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣାର ତଦନ୍ତ କରି ଉଭୟ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି। ଅଭିଯୁକ୍ତ ମାନେ ହେଲେ ଅଭିମନ୍ୟୁ କୁମାର ସିଂ ଓ […]
Continue Reading
