ବ୍ରଜରାଜନଗର ଉପ ନିର୍ବାଚନ ପ୍ରସ୍ତୁତି: ୫ଟି ପିଙ୍କ୍ ବୁଥକୁ ମିଶାଇ ମୋଟ ୨୭୯ ବୁଥରେ ଭୋଟ ଗ୍ରହଣ
ଭୁବନେଶ୍ୱର: ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ ପ୍ରାର୍ଥୀ ତାଲିକା ଚୁଡାନ୍ତ ହୋଇଛି। ମତଦାନ ପୂର୍ବରୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ପହଞ୍ଚିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ଭୋଟର ତାଲିକା ଚୁଡାନ୍ତ ହୋଇଛି । ମୋଟ ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ଅଛନ୍ତି । ସୋମନଙ୍କ ମଧ୍ୟରୁ ୩ ହଜାର ୫୨୦ ଦିବ୍ୟାଙ୍ଗ ଭୋଟର । ୧୬୨୮ ଭୋଟର ୮୦ ବର୍ଷରୁ […]
Continue Reading
