ମେ’ ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ, ୨୯ ଜୁଲାଇରୁ ପାଠପଢ଼ା
ଭୁବନେଶ୍ୱର: ମେ’ ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ହେବ। ଉଚ୍ଚ ଶିକ୍ଷା ବିଭାଗର ପୋର୍ଟାଲ SAMS ଜରିଆରେ କମନ ଆପ୍ଲିକେସନ ଫର୍ମ ଜରିଆରେ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ମିିିଳିଥିବା ସୂଚନା ଅନୁଯାୟୀ, ଜୁନ ୨୦ ଆବେଦନ କରିବାର ଶେଷ ତାରିଖ ରହିଥିବା ବେଳେ ଜୁନ ୨୮ ତାରିଖରେ ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ। ୨୯ […]
Continue Reading
