ଉତ୍କଳ ବିଶ୍ବବିଦ୍ୟାଳୟରେ ସିଭିଲି ସର୍ଭିସ କୋଚିଂ ସେଣ୍ଟର ‘ଉଡ଼ାନ’ ଉଦଘାଟିତ
ଭୁବନେଶ୍ୱର: ପ୍ରତିବର୍ଷ ଛାତ୍ରଛାତ୍ରୀଙ୍କୁ ଭାରତୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ଵାରା ପରିଚାଳିତ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ପରୀକ୍ଷା ନିମନ୍ତେ ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ଶିକ୍ଷା (କୋଚିଂ) ଦିଆଯିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ପ୍ରତିବର୍ଷ କିପରି ଅଧିକ ଓଡ଼ିଆ ଛାତ୍ରଛାତ୍ରୀ ଆଇଏଏସ୍ ପାଇବେ ସେଥ୍ନିମନ୍ତେ ସରକାରଙ୍କ ପକ୍ଷରୁ ଯୋଜନା ପ୍ରଣୟନ ହୋଇଛି। ଏଥିପାଇଁ ଛାତ୍ରଛାତ୍ରୀଙ୍କ ପ୍ରସ୍ତୁତି ପାଇଁ ପ୍ରଶିକ୍ଷଣ ଦେବାକୁ ରାଜ୍ୟ ସରକାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ଆର୍ଥିକ ପାଣ୍ଠି ଯୋଗାଇ ଦେଇଛନ୍ତି। ଆଶାୟୀ ଛାତ୍ରଛାତ୍ରୀଙ୍କ […]
Continue Reading
