ଭୂମିକମ୍ପ ଝଟକାରେ ଥରିଲା ନୟାଗଡ , ଲୋକେ ଛାନିଆ
ନୟାଗଡ : ଭୂମିକମ୍ପ ଝଟକାରେ ଥରିଲା ନୟାଗଡ । ଛାନିଆ ହୋଇଗଲେ ଲୋକମାନେ । ନୟାଗଡ ଜିଲ୍ଲା ଦଶପଲ୍ଲା ଓ ସହରର ଆଖପାଖ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଫଳରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡିଛନ୍ତି । ଶୁକ୍ରବାର ସକାଳ ୧୧.୨୦ରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ତେବେ ଭୂମିକମ୍ପର ତୀବ୍ରତା କେତେଥିଲା ତାହା ଜଣାପଡାନାହିଁ । କ୍ଷୟକ୍ଷତି ସମ୍ପର୍କରେ ମଧ୍ୟ କୌଣସି ଆକଳନ କରାଯାଇନାହିଁ । ସୂଚନା ଅନୁସାରେ ପୂର୍ବରୁ ଅର୍ଥାତ୍ […]
Continue Reading
