ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ବଡ ନିଷ୍ପତ୍ତି :ବିଧାୟକଙ୍କ ପେନସନ ଫର୍ମୁଲାରେ ହେବ ପରବର୍ତ୍ତନ

ପଞ୍ଜାବ : ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ବଡ ନିଷ୍ପତ୍ତି । ପଞ୍ଜାବରେ ବିଧାୟକ ମାନଙ୍କ ପେନସନକୁ ନେଇ ଭଗବନ୍ତ ମାନ ଏକ ବଡି ନିଷ୍ପତି ନେଇଛନ୍ତି । ବିଧାୟକ ମାନଙ୍କ ପେନସନ ଫର୍ମୁଲାରେ କିଛିଟା ପରିବର୍ତ୍ତନ କରାଯିବ । ବିଧାୟକ ମାନଙ୍କୁ ଗୋଟିଏ ଥର ହିଁ ପେନସନ ମିଳିବ ବୋଲି ଭଗବନ୍ତ ମାନ କହିଛନ୍ତି । ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କହିଛନ୍ତି ଏବେ ଜନତାଙ୍କ ପଇସା ଠିକ ବାଟରେ ଉପଯୋଗ କରିହେବ । ବିଧାୟକଙ୍କୁ ଏବେ […]

Continue Reading

ଗାଙ୍ଗପୁର ଥାନାରେ ଫୁଟିଲା ଗୁଳି, ଥାନା ଅଧିକାରୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନାରେ ଫୁଟିଲା ଗୁଳି । ଏହି ଗୁଳିରେ ଥାନା ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ଥାନା ଅଧିକାରୀ ଜଣକ ହେଲେ ଦେବ୍ କୁମାର ଗମାଙ୍ଗ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଏସପି । ଗୁରୁତର ଆଇଆଇସିଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଆଇଆଇସିଙ୍କୁ କେଉଁଠି, କେମିତି ଗୁଳି ବାଜିଲା ସେ ନେଇ କିଛି ସ୍ପଷ୍ଟ […]

Continue Reading

ଶ୍ରଦ୍ଧା କପୁର ଓ ରୋହନ ଶ୍ରଷ୍ଠାଙ୍କ କାହିିଁକି ହେଲା ବ୍ରେକଅପ୍ ? ବଲିଉଡରେ ଚର୍ଚ୍ଚା ଜୋର୍

ମୁମ୍ବାଇ  : ବଲିଉଡ୍ ବିୟୁଟି ଶ୍ରଦ୍ଧା କପୁର ସବୁବେଳେ ନିଜ ରିଲେସନସିପକୁ ସିକ୍ରେଟ ରଖିବାକୁ ପସନ୍ଦ କରନ୍ତି । ସେ କେବେ ରିଲେସନସିପକୁ ନେଇ ସୋସିଆଲ ମିଡିଆରେ କିଛି ବି ସେୟାର କରନ୍ତି ନାହିଁ । ହେଲେ ଶ୍ରଦ୍ଧା କପୁର ଫେମସ୍ ଫଟୋଗ୍ରାଫର ରୋହନ ଶ୍ରେଷ୍ଠାଙ୍କ ସହ ରିଲେସନସିପରେ ଥିଲେ । ଉଭୟ କଲେଜ ଟାଇମରୁ ପରସ୍ପରକୁ ପସନ୍ଦ କରୁଥିଲେ । ଦୀର୍ଘ ୪ ବର୍ଷ ଧରି ଶ୍ରଦ୍ଧା ଡେଟ କରିବା ପରେ । ଏବେ ଦୁହେଁ […]

Continue Reading

ବିଧାନସଭାର ବଜେଟ୍ ଅଧିବେଶନ : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ

ଭୁବନେଶ୍ୱର:  ବିଧାନସଭାର ବଜେଟ୍ ଅଧିବେଶନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ  । ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ରଖିଛନ୍ତି । ସିଡିଏସ୍ ବିପିନ ରାୱତଙ୍କ ସହ ଦିବଙ୍ଗତ ବିଧାନସଭାର ସଦସ୍ୟ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ସମେତ ୯ ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ। ଏଥିସହ ସେ […]

Continue Reading

ତାତିରୁ ରକ୍ଷା ପାଇଁ ନନ୍ଦନକାନନରେ ସିମ୍ପାଜୀଙ୍କୁ ଦିଆଯାଉଛି ପଇଡ଼ ଓ ତରଭୁଜ

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ତାତି ବଢିବାରେ ଲାଗିଛି । ଏପରିସ୍ଥଳେ ନନ୍ଦକାନନଥିବା ପଶୁପକ୍ଷୀଙ୍କ ପାଇଁ କତୃପକ୍ଷଙ୍କ ଚିନ୍ତା ବଢିବାରେ ଲାଗିଛି । ତେଣୁ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପାଇଁ କତୃପକ୍ଷଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଗରମ ଦାଉରୁ ରକ୍ଷା ପାଇବା ପାଇଁ ପ୍ରାଣୀ ଉଦ୍ୟାନରେ ଥିବା ପଶୁ ପକ୍ଷୀମାନେ ଛାଇ ପାଇଁ ଡହଳବିକଳ ହେଉଥିବା ଦେଖିବାକୁ ମିଳିଛି । କିଏ ଗଛ ଛାଇ ତଳେ ତ କିଏ ପାଣିରେ ବୁଡ଼ି ରହୁଛନ୍ତି । ବାଘ, […]

Continue Reading

ପିପିଲି ପୌର ନିର୍ବାଚନ ହିଂସା : ବୁଥରେ ଉତ୍ତେଜନା ,ଏଜେଣ୍ଟ ଗୁରୁତର

ପିପିଲି : ପିପିଲି ପୌର ନିର୍ବାଚନରେ ଦେଖାଦେଇଛି ରାଜନୈତିକ ହିଂସା । ପୌର ନିର୍ବାଚନ ଚାଲିଥିବା ସମୟରେ ଏଜେଣ୍ଟଙ୍କୁ ଆକ୍ରମଣ । ଏଥିରେ ଏଜେଣ୍ଟ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତି ହୋଇଛନ୍ତି । ଏପରି ଅଭାବନୀୟ ଘଟଣା ପିପିଲି ପୌର ନିର୍ବାଚନର ୭ ନମ୍ବର ୱାର୍ଡର ୯ ନମ୍ବର ବୁଥରେ ଘଟିଛି । ଏଜେଣ୍ଟଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବିଜେପି ଏଜେଣ୍ଟ ଅନୀଲ ସିଂଙ୍କୁ ବିଜେଡି କର୍ମୀମାନେ ଆକ୍ରମଣ କରିଛନ୍ତି […]

Continue Reading

ପୌର ନିର୍ବାଚନ: ବଲାଙ୍ଗିରରେ ବିଜେଡି-କଂଗ୍ରେସ ମୁହାଁମୁହିଁ, ଦୁଇ ଆହତ

ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନଏସିରେ ଆଜି କଂଗ୍ରେସ-ବିଜେଡି ମୁହାଁମୁହିଁ ହୋଇଛନ୍ତି । ସୂଚନା ଅନୁସାରେ, ଝଙ୍କରପଡ଼ା ସ୍କୁଲ ୧୪ ଓ ୧୫ ନମ୍ବର ୱାର୍ଡର ୩ଟି ବୁଥରେ ମତଦାନ ଚାଲିଥିଲା । ବୁଥ କ୍ୟାପଚରିଂକୁ ନେଇ ଉଭୟେ କଂଗ୍ରେସ ଓ ବିଜେଡି ମୁହଁମୁହିଁ ହୋଇଥିବା ଜଣାପଡ଼ିଛି । ଏଥିରେ ଦୁଇଜଣ ଆହତ ହୋଇଥିବା ଜଣାପଡ଼ିଛି । ଖବର ଅନୁସାରେ, କଂଗ୍ରେସ କର୍ମୀଙ୍କ ମାଡ଼ରେ ବିଜେଡି କାଉନସିଲର ପିଙ୍କି ଖରସେଲ ଓ ଜିଲ୍ଲା ସମ୍ପାଦିକା ଫିରୋଜ ଖାଁ ଆହତ […]

Continue Reading

ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହେବେ ”ଦ କାଶ୍ମୀର ଫାଇଲ୍ସ” ଟିମ୍

ଲକ୍ଷ୍ନୌ : ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ଷ୍ଟାର । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତାକାଲି ଶପଥ ଗ୍ରହଣ କରିବେ ।ଏହି ଶପଥ ଉତ୍ସବରେ ସାମିଲ ହେବା ପାଇଁ ଯୋଗୀ ବହୁ ନେତା ମନ୍ତ୍ରୀ, ସାଧୁ-ସନ୍ଥଙ୍କ ଠାରୁ ଆରମ୍ଭ କରି ଫିଲ୍ମ ଷ୍ଟାର ମାନଙ୍କୁ ଡାକିଛନ୍ତି । ଏହି ସମାରୋହରେ ପ୍ରାୟ ୨୦ ହଜାର ଲୋକ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

Continue Reading

ସିକେ ନାୟୁଡୁ ଟ୍ରଫି : ଓଡିଶାର ଇନିଂସ ପରାଜୟ

ଭୁବନେଶ୍ୱର: ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ତ୍ରିଭେନ୍ଦ୍ରମରେ ଅନୁଷ୍ଠିତ ସିକେ ନାୟୁଡୁ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଂଟରେ ଝାଡଖଣ୍ଡ ବିପକ୍ଷରେ ଓଡିଶା ଇନିଂସ ପରାଜୟବରଣ କରିଛି । ଝାଡଖଣ୍ଡ ପ୍ରଥମେ ବ୍ୟାଟିଂ କରି ୪୫୨ ରନ ସଂଗ୍ରହ କରିଥିଲା । ଜବାବରେ ଓଡିଶା ପ୍ରଥମ ଇନିଂସରେ ୨୫୩ ରନ କରି ଫଲୋଅନ ହୋଇଥିଲା । ଆର୍ଶୀବାଦ ସ୍ୱାଇଁ ୧୦୯ ଓ ଦେବାଶୀଷ ୬୧ ରନର ଇନିଂସ ଖେଳିଥିଲେ । ଦ୍ୱିତୀୟ ଇନିଂସରେ ପୁନର୍ବାର ଓଡିଶାର ଯୁବ ବ୍ୟାଟ୍ସମ୍ୟାନ ଫେଲ ମାରି […]

Continue Reading

ପ୍ରଭାବିତ କଲା ଦ କଶ୍ମୀର ଫାଇଲ୍ସ ଫିଲ୍ମ, ରକ୍ତ ବୁହାଇ ଆଙ୍କିଦେଲେ ଛବି

ଭୁବନେଶ୍ୱର: ବିବେକ ଅଗ୍ନୀହୋତ୍ରୀଙ୍କ ଫିଲ୍ମ ଦ କଶ୍ମୀର ଫାଇଲ୍ସ ଦେଖିବା ଲାଗି ଦିନକୁ ଦିନ ଲୋକଙ୍କ ମଧ୍ୟରେ ବ୍ୟଗ୍ରତା ବଢିବାରେ ଲାଗିଛି । ୧୯୯୦ରେ କଶ୍ମୀରରେ ରହୁଥିବା ପଣ୍ଡିତଙ୍କ ଉପରେ ଅକଥନୀୟ ନିର୍ଯାତନା ଉପରେ ଫିଲ୍ମଟି ଆଧାରିତ । ଫିଲ୍ମକୁ ନେଇ ନାନା ବିବାଦ ମୁଣ୍ଡ ଟେକିଥିଲେ ବି ଅନେକଙ୍କୁ ଏହାର ସତ୍ୟ ତଥା ମର୍ମଭେଦି କାହାଣୀ ମନକୁ ଛୁଇଁପାରିଛି । ଏହି ଫିଲ୍ମକୁ ଦେଖିବା ପରେ ଜଣେ ମହିଳା ଚିତ୍ରଶିଳ୍ପୀଙ୍କୁ ଏହାର କାହାଣୀ ଗଭୀର ମାତ୍ରାରେ […]

Continue Reading