କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଘଟଣା , ଅବସରପ୍ରାପ୍ତ ସରକାରୀ ଅଫିସର ନିରଞ୍ଜନ ସେଠୀ ଗିରଫ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ।ଏହି ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରିଛି ଭଦ୍ରକ ପୋଲିସ ।ମାମଲା ସହ ସଂପୃକ୍ତ ଅଭିଯୋଗରେ ଅବସରପ୍ରାପ୍ତ ଓଆଇଏସ୍ ନିରଞ୍ଜନ ସେଠୀଙ୍କୁ ଭଦ୍ରକ ପୋଲିସ ଗିରଫ କରିଛି ।ଏହା ସହ ରାଜ୍ କମୁନିକେସନ ମାଲିକ ରଞ୍ଜନ ନାୟକଙ୍କୁ ମଧ୍ୟ ପୋଲିସ ଗିରଫ କରିଛି ।ମାନସ ସ୍ୱାଇଁ ହତ୍ୟା ମାମଲାରେ ଏପର୍ଯ୍ୟନ୍ତ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।ସୂଚନା ଅନୁସାରେ ମାନସ ସ୍ୱାଇଁ […]

Continue Reading

ବିବାହର ୪ ବର୍ଷ ପରେ ଗୁଡ ନ୍ୟୁଜ ଶେୟାର କଲେ ସୋନମ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କାପୁର ବିବାହର ୪ ବର୍ଷ ପ୍ରଶଂସକଙ୍କ ସହ ଗୁଡ ନ୍ୟୁଜ ଶେୟାର କରିଛନ୍ତି । ସୋସିଆଲ ମିଡିଆରେ ସୋନମ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି ବୋଲି କହିଛନ୍ତି । ସେ ଶେୟାର କରିଥିବା ଫଟୋରେ ତାଙ୍କ ବେବି ବମ୍ପ ସ୍ପଷ୍ଟ ଭାବେ ବାରି ହୋଇ ପଡୁଛି । ପତି ଆନନ୍ଦ ଆହୁଜା ମଧ୍ୟ ଫଟୋରେ ବେଶ ଖୁସି ଥିବା ଜଣା ପଡୁଛନ୍ତି । ସୋନମ ଏବଂ ଆନନ୍ଦଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନର […]

Continue Reading

୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ଚୀନ ବିମାନ ଦୁର୍ଘଟଣାଗ୍ରସ୍ତ

ଗୁଆଙ୍ଗସି: ଚୀନରେ ଆଜି ଏକ ବଡ ଧରଣର ବିମାନ ଦୁଘଟଣା ଘଟିଛି । ୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ହଠାତ କ୍ରାଶ ହୋଇ ଯାଇଥିଲା । ଆଖି ପିଛୁଳାକେ ୨ ମିନିଟ ମଧ୍ୟରେ ୩୦,୦୦୦ ଫୁଟ ତଳକୁ ଏହା ଖସି ପଡିଥିଲା । କେତେଜଣ ଯାତ୍ରୀ ମୃତ୍ୟୁବରଣ କରିଛନ୍ତି ସେ ନେଇ କୌଣସି ରିପୋର୍ଟ ପ୍ରକାଶ ପାଇ ନାହିଁ । ପ୍ରାରମ୍ଭିକ ଆକଳନରେ ଅଧିକାଂଶ ଯାତ୍ରୀ ମୃତ୍ୟୁବରଣ କରିଥିବା ଆଶଙ୍କା ବ୍ୟକ୍ତ କରାଯାଇଛି । କୁନମିଙ୍ଗ […]

Continue Reading

କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ , ମାଓ ଗତିବିଧି ଓ ନିର୍ବାଚନ ସୁପରିଚାଳନା ନେଇ ଆଲୋଚନା

କୋରାପୁଟ : କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ । କୋରାପୁଟ ବିଏସଏଫ୍ ସେକ୍ଟରରେ ଅବତରଣ କରିବା ପରେ ଦକ୍ଷୀଣ ପଶ୍ଚିମ ଡିଆଇଜିଙ୍କ ସହ ଆଜି ନିର୍ବାଚନୀ ସମୀକ୍ଷା  ମାଓ ଅପରେସନ ଓ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଆଲୋଚନା କରିଥିଲେ । ପରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ପୋଲିସ ଡିଜି । ବିଏସଏଫ୍ ସେକ୍ଟର ହେଲିପ୍ୟାଡରୁ ଓଏସଏପି ତୃତୀୟ ବାଟାଲିୟନ୍ ପରିଦର୍ଶନ କରିଥିଲେ । ପରେ ଏସଓଜି ଓ ପୋଲିସ ରିଜର୍ଭ […]

Continue Reading

ପୌର ନିର୍ବାଚନ ପ୍ରସ୍ତୁତି: ମୋଟ୍ ୪୦ ଲକ୍ଷ ୫୫ ହଜାର ଭୋଟର

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆସନ୍ତାକାଲି ସରିବ ପ୍ରଚାର । ଭୋଟ୍ ଗ୍ରହଣ ତାରିଖ ପାଖେଇବା ସହ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ ଯାଏ ମତଦାନ ଚାଲିବ । ଭୋଟ୍ ଗ୍ରହଣ କାମରେ ନିୟୋଜିତ ହେବେ ମୋଟ୍ ୨୨ ହଜାର ପୋଲିଂ କର୍ମଚାରୀ । ପ୍ରତି ପୋଲିଂ ପାର୍ଟିରେ ଜଣେ ପ୍ରିଜାଇଡିଂ ଅଫିସର ଓ ୪ଜଣ ପୋଲିଂ ଅଫିସର ରହିବେ । ୨୩ ତାରିଖ ସନ୍ଧ୍ୟା […]

Continue Reading

ଯୁଦ୍ଧରେ ଗଲାଣି ୟୁକ୍ରେନର ୯୦୦ ସଧାରଣ ଲୋକଙ୍କ ଜୀବନ

ଭୁବନେଶ୍ୱର: ଲମ୍ବୁଛି ରୁଷ-ୟୁକ୍ରେନ୍ ଯୁଦ୍ଧ । ୨୬ ଦିନରେ ତେଜିବାରେ ଲାଗିଛି ଯୁଦ୍ଧ । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ ଓ ପ୍ରତିଆକ୍ରମଣ ଜୋରଦାର ଚାଲିଛି । ଯୁଦ୍ଧରେ ସାଧାରଣ ଲୋକଙ୍କ ଜୀବନ ଯାଉଛି । ବର୍ତ୍ତମାନ ସୁଦ୍ଧା ଯୁଦ୍ଧରେ ୟୁକ୍ରେନର ୯ଶହରୁ ଅଧିକ ଲୋକଙ୍କର ଜୀବନ ଗଲାଣି । ଜାତିସଂଘ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ଭିତରେ ଶିଶୁ ବି ଅଛନ୍ତି । ସରକାରୀ ଭାବରେ ମୃତ୍ୟୁସଂଖ୍ୟା ୯୦୦ ବୋଲି କୁହାଯାଉଛି । କିନ୍ତୁ […]

Continue Reading

ଆପ୍‌ ର ୧୦ ଜଣ ବିଧାୟକ ନୂଆ ପଞ୍ଜାବ କ୍ୟାବିନେଟରେ ମନ୍ତ୍ରୀ ରୂପେ ଶପଥ ନେଲେ

ଚଣ୍ଡୀଗଡ଼ : ନୂଆ ପଞ୍ଜାବ କ୍ୟାବିନେଟରେ ଶପଥ ନେଲେ ଆପର ୧୦ ଜଣ ବିଧାୟକ । ଆଜି ଚଣ୍ଡିଗଡ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଥିଲା ।ଏହି ଅବସରରେ ଆମ ଆଦମୀ ପାର୍ଟିର ୧୦ ଜଣ ବିଧାୟକ ମନ୍ତ୍ରୀରୂପେ ଶପଥ ଗ୍ରହଣ କରିଛନ୍ତି । ଶନିବାର ଦିନ ୧୧.୧୦ ମିନିଟରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଥିଲା । ଆଜି ଶପଥ ଗ୍ରହଣ କରିଥିବାଆପ୍ ବିଧାୟକ ମାନେ ହେଉଛନ୍ତି ହରପାଲ ସିଂହ ଚୀମା , […]

Continue Reading

ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରଙ୍ଗର ପର୍ବ ହୋଲି ।ଏନେଇ ପଲ୍ଲିଠୁ ସହର ସବୁ ଉତ୍ସବ ମୁଖର । ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟ ବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ସମସ୍ତେ କୋଭିଡ ନିୟମ ପାଳନ କରି ହୋଲି ଉତ୍ସବରେ ସାମିଲ […]

Continue Reading

ଖରସ୍ରୋତା ନଦୀରେ ୭ ଜଣ ବୁଡି ଯିବା ଘଟଣା : ମିଳିଲା ଆଉ ଜଣଙ୍କ ମୃତ ଦେହ , ୩ ନିଖୋଜ

ଯାଜପୁର  : ଯାଜପୁର ବନ୍ଧମୁଣ୍ଡା ମଙ୍ଗଳାଘାଟରେ ଖରସ୍ରୋତା ନଦୀରେ ଘଟିଥିବା ଅଘଟଣ ।ଆଉ ଜଣେ ଯୁବକଙ୍କ ମୃତ ଦେହ ଆଜି ସକାଳୁ ଉଦ୍ଧାର । ଓଡ୍ରାଫ୍ ଟିମ୍ ସକାଳୁ ସକାଳୁ ଖୋଜାଖୋଜି କରିବା ପରେ କ୍ରିଷ୍ଣା ଜେନା ନାମକ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି । ବର୍ତମାନ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।ଗତକାଲି ଅପରାହ୍ନରେ ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକ ହୋଲି ଖେଳ ସାରି ଗାଧୋଇବାକୁ ଯାଇଥିଲେ । ସେମାନଙ୍କ ମଧ୍ୟରୁ […]

Continue Reading

ଏକତାର ପର୍ବ ରଙ୍ଗ ମହୋତ୍ସବ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ ଧରାପୃଷ୍ଠକୁ ଋତୁରାଜ ବସନ୍ତର ଆଗମନ । ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ବସନ୍ତ । ମୃଦୁ ମଳୟ , ଦୂର ଦିଗନ୍ତରେ ନାଲି ନେଳି କିଶଳୟ ହସ, ସୋରିଷ ଫୁଲର ଲହଡ଼ି, ସୁମନ ସୁରଭିତ ବାସ୍ନା ଦିଗ ଚହଟାଇ ପ୍ରକୃତିର ଜୟ ଗାନ କରୁଥିବା ବେଳେ କୋଇଲିର ଆମ୍ରକୁଞ୍ଜରୁ କୁହୁକୁହୁ ତାନ ସତେ ଯେମିତି ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଆଗଭର । ଠିକ୍ ସେହି […]

Continue Reading