ନୱାବଙ୍କୁ ଗିରଫ କଲା ଇଡି

ମୁମ୍ବାଇ: ଅଣ୍ଡରୱାଲ୍ଡ ଏବଂ ଦାଉଦ ଇବ୍ରାହିମଙ୍କ ସହ ସମ୍ପର୍କ ନେଇ ପ୍ରବର୍ତନ ନିର୍ଦ୍ଦେଶାଳୟ (ଇଡି) ମହାରାଷ୍ଟ୍ର ମନ୍ତ୍ରୀ ତଥା ଏନସିପି ନେତା ନୱାବ ମାଲିକଙ୍କୁ ଗିରଫ କରିଛନ୍ତି । ବେଆଇନ ଜମି କିଣାବିକା ନେଇ ନୱାବଙ୍କ ସମ୍ପୃକ୍ତି ଥିବା ଜଣାପଡିବା ପରେ ଇଡି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା । ଇଡିର ଏକ ଟିମ ସକାଳୁ ତାଙ୍କ ଘରକୁ ଯାଇଥିଲା । ଏକ ଘଂଟା ପାଖାପାଖି ଜେରା କରିବା ପରେ ତାଙ୍କୁ ଇଡି ଅଫିସକୁ ଅଣାଯାଇ ପଚରାଉଚରା […]

Continue Reading

ବାଜିଲା ପୌର ନିର୍ବାଚନ ବିଗୁଲ: ଖୁବଶୀଘ୍ର ହେବ ପୌର ନିର୍ବାଚନ ତାରିଖ ଘୋଷଣା

ଭୁବନେଶ୍ୱର: ବାଜିଲା ପୌର ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପରେ ହୋଇପାରେ ପୌର ନିର୍ବାଚନ । ଏନେଇ ଖୁବଶୀଘ୍ର ହେବ ପୌର ନିର୍ବାଚନ ତାରିଖ ଘୋଷଣା । ପ୍ରସ୍ତୁତି ଶେଷ ପରେ ନଗର ଉନ୍ନୟନ ବିଭାଗର ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ବିଜ୍ଞପ୍ତି ଜରିଆରେ ପୌର ନିର୍ବାଚନ ପାଇଁ ଆହ୍ୱାନ କଲା ନଗର ଉନ୍ନୟନ ବିଭାଗ । ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଜଣାଇଲା ନଗର ଉନ୍ନୟନ ବିଭାଗ । ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ […]

Continue Reading

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୭୩% ଭୋଟିଂ: ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ୭୩% ମତଦାନ ହୋଇଛି । ଏନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ସୁରୁଖୁରୁରେ ଶେଷ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁସାରେ ୭୩ ପ୍ରତିଶତ ମତଦାନ ହୋଇଛି । ଚୂଡ଼ାନ୍ତ ସଂଖ୍ୟା ଆସିଲେ ଭୋଟ ପ୍ରତିଶତ ବଢ଼ିପାରେ । ୪ରୁ ୫ଟି […]

Continue Reading

କୋଭିଡ ପରେ ବି ସତର୍କ ରହନ୍ତୁ, ଅକ୍ସିଜେନ୍ ବି ଏକ ଔଷଧ: ରାଜ୍ୟ ସରକାର

ଭୁବନେଶ୍ୱର: କରୋନା କମିଥିଲେ ବି ସତର୍କ ରୁହନ୍ତୁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି । ଆୟୋଜିତ ପ୍ରେସମିଟରେ ଏସସିବି ନିଶ୍ଚେତକ ବିଭାଗର ମୁଖ୍ୟ ଡାକ୍ତର ନିବେଦିତା ପାଣି ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯେ, ‘ଏଯାଏଁ ରାଜ୍ୟରୁ ଯାଇନି କୋଭିଡ, ଫଳରେ ସତର୍କ ରହିବା ଉଚିତ୍ । କୋଭିଡ ପରେ ହୃତପିଣ୍ଡ, ଫୁସଫୁସ୍ ଓ ଡାଇବେଟିସ୍ ରୋଗୀଙ୍କ ଜଟିଳତା ଦେଖାଦେଉଛି । ବୟସ୍କ ରୋଗୀ ଓ ଅନ୍ୟ ଜଟିଳତା ଅବା ରୋଗୀ ଅଧିକ ପ୍ରଭାବିତ […]

Continue Reading

OSSC ଜୁନିୟର ଆସିଷ୍ଟାଣ୍ଟ ୨୦୨୨: ପରୀକ୍ଷା ପାଇଁ ଜାରି ହେଲା ଆଡମିଟ କାର୍ଡ, ଏମିତି କରନ୍ତୁ ଡାଉନଲୋଡ୍

ଭୁବନେଶ୍ୱର: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ(OSSC) ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ପରୀକ୍ଷା ଆଡମିଟ କାର୍ଡ ଜାରି କରାଯାଇଛି । ଆଶାୟୀ OSSCର ଅଫିସିଆଲ ୱେବସାଇଟ ossc.gov.in କୁ ଯାଇ ପରୀକ୍ଷା ପାଇଁ ଆଡମିଟ ଡାଉନଲୋଡ କରିପାରିବେ । ୨୫ ଫେବୃଆରୀ ୨୦୨୨ ରେ ପରୀକ୍ଷା ହେବ । ଜୁନିୟର ଆସିଷ୍ଟାଣ୍ଟ ପଦରେ ନିଯୁକ୍ତି ପାଇଁ କମ୍ପ୍ୟୁଟର ବେସ୍ଡ ପରୀକ୍ଷା କରାଯିବ । ୫୦ ମାର୍କର ପରୀକ୍ଷା କରାଯିବ । ପାସ୍ ହେବା ପାଇଁ ଆଶାୟୀଙ୍କୁ ୩୦ […]

Continue Reading

ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ: ଜିଅନ୍ତା ଜଳି ୭ ମୃତ, ୧୦ ଗୁରୁତର

ଉନା: ହିମାଚଳ ପ୍ରଦେଶର ଉନା ଜିଲ୍ଲାରେ ବଡ଼ ବିସ୍ଫୋରଣ ହୋଇଥିବା ମାମଲା ସାମ୍ନାକୁ ଆସିଛି । ଉନା ଜିଲ୍ଲାରର ତାହଲିୱାଲ ସ୍ଥିତ ଗୋଦାମରେ ହୋଇଥିବା ଏହି ବିସ୍ଫୋରଣରେ ୭ ଜଣଙ୍କର ମୃତ୍ୟୁ ହୋଇଛି । କୁହାଯାଉଛି ଯେ, ବିସ୍ଫୋରଣରେ ସେମାନେ ଜିଅନ୍ତା ଜଳିଯାଇଥିଲେ । ଏହା ବ୍ୟତୀତ ୧୦ ଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଉନା ମେଡିକାଲରେ ଭର୍ତ୍ତି କରାଯାଇଛି । ଦମକଳ ବାହିନୀ ଓ ପୋଲିସ ଘଟଣାସ୍ଥଳରେ […]

Continue Reading

ମଧ୍ୟାହ୍ନ ୧୨ଟା ସୁଦ୍ଧା ୪୫%ରୁ ଅଧିକ ମତଦାନ: ନିର୍ବାଚନୀ ହିଂସାରେ ଆଉ ଜଣେ ମୃତ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି । ଦିନ ୧୨ଟା ସୁଦ୍ଧା ୪୫%ରୁ ଅଧିକ ମତଦାନ ହୋଇଛି । ଏନେଇ ଆୟୋଜିତ ସାମ୍ବାଦିକ ସମ୍ବିଳନୀରେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି । ଏହା ସହ ସେ କହିଛନ୍ତି ଯେ, ‘କୌଣସି ସ୍ଥାନରେ ଗଣ୍ଡଗୋଳ ହୋଇନି । କେନ୍ଦ୍ରାପଡ଼ାର ଗୋଟିଏ ବୁଥରେ ମତଦାନ ବନ୍ଦ ରହିଛି । ବାଲଟ ପେପରରେ ତ୍ରୁଟି ଯୋଗୁଁ ମତଦାନ […]

Continue Reading

ୟୁକ୍ରେନ ସଙ୍କଟର ପ୍ରଭାବ: ହୁ ହୁ ହୋଇ ବଢ଼ିଚାଲିଛି ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ: ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଛି । ବ୍ୟାରେଲ ପିଛା ୯୮ ଡଲାରରେ ପହଞ୍ଚିଛି ଅଶୋଧିତ ତୈଳ ଦର । ବ୍ୟାରେଲ ପିଛା ୯୮ ଡଲାରରେ ପହଞ୍ଚିଛି ଅଶୋଧିତ ତୈଳ ଦର । ୟୁକ୍ରେନ ସଙ୍କଟ ଯୋଗୁଁ ବଢ଼ିଛି ଅଶୋଧିତ ତୈଳ ଦର । ୫ ରାଜ୍ୟରେ ନିର୍ବାଚନ ପରେ ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦର । ତେବେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ନହେବା କାରଣରୁ ତେଲ କମ୍ପାନୀଗୁଡିକୁ ପ୍ରବଳ […]

Continue Reading

୧୧ଟା ସୁଦ୍ଧା ୩୬% ମତଦାନ: ପୁଣି ସାମ୍ବାଦିକଙ୍କୁ ଆକ୍ରମଣ!

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି । ଦିନ ୧୧ଟା ସୁଦ୍ଧା ୩୬ ପ୍ରତିଶତ ମତଦାନ ହୋଇଛି । ୩୬% ମତଦାନ ନେଇ ନିର୍ବାଚନ ଆୟୋଗ ସଚିବଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ, ଯାଜପୁରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଅଧିକ ୪ ପ୍ଲାଟୁନ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି । ଅନ୍ୟପଟେ ଆଠଗଡ଼ରେ ପୁଣି ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । […]

Continue Reading

ନୀତିଶ କୁମାର ହୋଇପାରନ୍ତି ଦେଶର ପରବର୍ତ୍ତୀ ରାଷ୍ଟ୍ରପତି

ନୂଆଦିଲ୍ଲୀ: ବର୍ତ୍ତମାନ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଜାରି ରହିଥିବା ବେଳେ ଏହାର ଫଳଫଳ ଉପରେ ରହିଛି ସମସ୍ତଙ୍କ ରାଜନୈତିକ ଦଳମାନଙ୍କର ନଜର । ତେବେ ଇତିମଧ୍ୟରେ ପୁଣି ଥରେ ବିପକ୍ଷ ମହାମେଣ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନରେନ୍ଦ୍ର ମୋଦିଙ୍କୁ କ୍ଷମତାଚ୍ୟୁତ କରିବା ପାଇଁ ଆରମ୍ଭ କରିସାରିଛନ୍ତି ରଣନୀତି । ତେବେ ଏହି ସମୟରେ ପୁଣି ଏକ ନୂଆ ପଲିଟିକ୍ସ ଅପଡେଟିଂ ଆସିଛି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର […]

Continue Reading