ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ ଆଗରେ ଫେରାଦ ହେଲା ବିଜେଡି । ବିଜେପି କର୍ମୀ ଓ ନେତା ମାନେ ବିଜେଡି ନେତା ଓ କର୍ମୀ ମାନଙ୍କୁ ନିର୍ବାଚନ ମଇଦାନରେ ମରଣାତ୍ମକ ଆକ୍ରମଣ କରୁଛନ୍ତି । ଅନେକ ସ୍ଥାନରେ ବିଜେଡି ନେତା ମାନଙ୍କୁ ଧମକ ମଧ୍ୟ ଦିଆଯାଉଛିା ଯାହାକି ନିର୍ବାଚନୀ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଙ୍ଘନ କରାଯାଉଛି ବୋଲି ଅଭିଯୋଗ ଆଣିଛି ବିଜେଡି । ଯେଉଁ ବିଜେପି ନେତା ଓ କର୍ମୀମାନେ […]

Continue Reading

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ , ସ୍ଥଗିତ ହେଲା ନିର୍ବାଚନ

ନବରଙ୍ଗପୁର : ନିର୍ବାଚନ ସଂଗ୍ରାମ ପୂର୍ବରୁ ଜୀବନ ସଂଗ୍ରାମରେ ହାରିଗଲେ ସରପଞ୍ଚ ପ୍ରାର୍ଥୀ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି . ମାଳିଗୁଡା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାଗିରଥୀ ଅମନାତ୍ୟଙ୍କ ମୃତ୍ୟୁ ହୋଇଯାଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇପଡିଥିଲେ । ରାତିରେ ଦେହ ଖରାପ ହେବା କାରଣରୁ ସରପଞ୍ଚ ପ୍ରାର୍ଥୀଙ୍କୁ ପ୍ରଥମେ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟ ଓ ପରେ କୋରାପୁଟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ […]

Continue Reading

ଲଖିମପୁର ଖେରିରେ ଗାଡ଼ି ଚଢାଇ ଚାଷୀଙ୍କୁ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଜେଲରୁ ବାହାରିଲେ

ଉତ୍ତରପ୍ରଦେଶ: ଲଖିମପୁର ଖେରି ହିଂସା ଘଟଣା । ମୁଖ୍ୟ ଅଭିଯୁକ୍ତ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ମିଳିଲା ଜାମିନ୍ । ଜାମିନ୍ ପରେ ସେ ଆଜି ଜେଲରୁ ବାହାରିଛନ୍ତି । ୫ଦିନ ପୂର୍ବରୁ ଆହ୍ଲାବାଦ ହାଇକୋର୍ଟ ତାଙ୍କ ଜାମିନ ମଞ୍ଜୁର କରିଥିଲେ । ଏହି ମାମଲାରେ ଆଶିଷ ମିଶ୍ରାଙ୍କ ନାଁରେ ହତ୍ୟା ଅଭିଯୋଗ ରହିଛି । ଆଶିଷଙ୍କୁ ଜାମିନ ମିଳିବା ପରେ ରାଜନୈତିକ ଦଳଗୁଡ଼ିକ ଏହାକୁ ବିରୋଧ କରିଛନ୍ତି । ଯୋଗୀ ସରକାର ଓ ପୋଲିସ ଉପରେ ମଧ୍ୟ […]

Continue Reading

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର : ବିଜେପି ନିର୍ବାଚନୀ ହିଂସାକାଣ୍ଡ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବାରମ୍ବାର ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରି ହିଂସାକାଣ୍ଡ ଭିଆଉଛି । ପଞ୍ଚାୟତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀମାନେ ସୁରକ୍ଷିତ ନୁହନ୍ତି ବୋଲି ବିଜେଡି କହିଛି । ଏପରି ହିଂସା କାଣ୍ଡ କରୁଥିବା ବିଜେପି କର୍ମୀ ଓ ସମର୍ଥକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛି ବିଜେଡି । ବିଭିନ୍ନ […]

Continue Reading

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ : ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର : ଆସନ୍ତାକାଲି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ସାମ୍ବାଦିକ ସମ୍ମିଳନୀ । ଚଳିତଥର ପଞ୍ଚାୟତ ନିର୍ବାଚନ କରୋନା କଟକଣା ମଧ୍ୟରେ ହେବ । ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକରେ ୬ଷ୍ଠ ସାଧାରଣ ନିର୍ବାଚନ ୫ ଟି ପର୍ଯ୍ୟାୟରେ ଆସନ୍ତା ୧୬.୦୨.୨୦୨୨ରୁ ଆରମ୍ଭ ହୋଇ ପ୍ରତି ପର୍ଯ୍ୟାୟରେ ଗୋଟିଏ ଦିନ ବ୍ୟବଧାନ ଥାଇ ଆଗାମୀ ୨୪.୦୨.୨୦୨୨ ତାରିଖରେ ଶେଷ ହେବ ।ଏନେଇ ଆଜି […]

Continue Reading

ମୈତ୍ରେୟୀ ଲେଖିକା ସଙ୍ଗଠନର ବ୍ୟଙ୍ଗ ସାହିତ୍ୟ ସାହିତ୍ୟ ଆସର ଆୟୋଜିତ

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନର ଚଳିତ ବର୍ଷର ଦ୍ବିତୀୟ ମାସିକ ସାହିତ୍ୟ ଆସର ଆଭାଷୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟଙ୍ଗ ସାହିତ୍ୟିକା ବିଶ୍ବାସିନୀ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବ୍ୟଙ୍ଗ ରଚନା ସମୟରେ ଲେଖାର ଭାବଗତ, ଶବ୍ଦଗତ ତଥା ଆତ୍ମିକ ଅନୁଶୀଳନକୁ ପ୍ରାଧାନ୍ୟ ଦେବା ପାଇଁ ଉପସ୍ଥିତ ମୈତ୍ରେୟୀମାନଙ୍କୁ ପରାମର୍ଶ ଦେଇଥିଲେ । ମୈତ୍ରେୟୀ ଲେଖିକା ସଙ୍ଗଠନର ସଭାପତି ମୈତ୍ରେୟୀ ମାନମୟୀ ରଥ ଓ ସମ୍ପାଦିକା ମୈତ୍ରେୟୀ ଲକ୍ଷ୍ମୀ […]

Continue Reading

ବିଧାନ ପରିଷଦ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର : ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଚିଠି । ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଚିଠିରେ ବାଚସ୍ପତି ବିଧାନ ପରିଷଦ ପ୍ରସଙ୍ଗରେ ପର୍ଯ୍ୟାୟକ୍ରମେ ସମସ୍ତ ବିଷୟ ଉଲ୍ଲେଖ କରିଛନ୍ତି । ପ୍ରଥମ ଚିଠିରେ ବାଚସ୍ପତି ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଲଗ୍ନ କରି ପଠାଇଛନ୍ତି । ଦ୍ୱିତୀୟ ଚିଠିରେ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ସମସ୍ତ ବିଷୟରେ ଅବଗତ କରାଯାଇଛି । ୧୦୧୮ରେ […]

Continue Reading

ଲଟେରୀ ଅଫର୍ ମାଧ୍ୟମରେ ଭୋଟରଙ୍କ ମନ ମୋହୁଛନ୍ତି ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକ

କଳାହାଣ୍ଡି : ଭୋଟ ପାଇଁ ଭୋଟରଙ୍କୁ ଲଟେରୀ ଲୋଭ ଦେଖାଇଲେ ପ୍ରାର୍ଥୀ । ନିର୍ବାଚନୀ ମଇଦାନରେ ପ୍ରାର୍ଥୀମାନେ ନିଜ ନିଜ ଶୈଳିରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଲାଗିପଡିଛନ୍ତି । ହେଲେ ଏବେ ଚର୍ଚ୍ଚାରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କୁହୁରା ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକଙ୍କ ଲଟେରୀ ଅଫର । ସେ ତାଙ୍କ ଚିହ୍ନ ଖୋଲାଛତାରେ ଭୋଟ ଦେବାପାଇଁ ଲଟେରୀ କାର୍ଡ ଛାପି ଭୋଟରଙ୍କୁ ବାଣ୍ଟୁଛନ୍ତି । ଏବଂ ସସ୍ମିତା ଭୋଟରମାନଙ୍କୁ ନିବେଦନ […]

Continue Reading

ଗୋଖାଦ୍ୟ ଦୁର୍ନୀତିରେ ପୁଣି ଲାଲୁ ଦୋଷୀ ସାବ୍ୟସ୍ତ, ଜାଣନ୍ତୁ ପୂରା ମାମଲା

ରାଞ୍ଚି: ବହୁଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ପୁଣି ଝଟକା ଲାଗିଛି । ଗୋଖାଦ୍ୟ ଦୁର୍ନୀତିର ଆଉ ଏକ ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଲାଲୁଙ୍କ ସମେତ ଏହି ମାମଲାରେ ୭୫ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ରାଞ୍ଚର ସିବିଆଇ କୋର୍ଟ । ଦୋରନ୍ଦା ଟ୍ରେଜେରୀରୁ ବେଆଇନ ଅର୍ଥ ଉଠାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଲାଲୁ ପ୍ରସାଦ ଯାଦବ । ଏହି ମାମଲାରେ ଆସନ୍ତା ୨୧ ତାରିଖରେ ଲାଲୁ […]

Continue Reading

ନିରଞ୍ଜନ କହିଲେ ରାଜନୀତିରୁ ସନ୍ୟାସ ନେବେ ନାହିଁ

ଭୁବନେଶ୍ୱର: ରାଜନୀତିରୁ ସନ୍ୟାସ ନେବେ ନାହିଁ । ଆଜି ଏକଥା କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, ନିର୍ବାଚନ ଲଢ଼ିପାରନ୍ତି ନହେଲେ ଲଢ଼ି ନପାରନ୍ତି । ପଦପଦବୀରେ ରହିଲେ କି ନରହିଲେ ମଧ୍ୟ ରାଜନୀତିରେ ରହିବେ । ଶକ୍ତି ଥିବା ଯାଏ ରାଜନୀତି କରିବେ ବୋଲି ସ୍ପଷ୍ଟ କରିଛନ୍ତି ନିରଞ୍ଜନ ପଟ୍ଟନାୟକ । ସେ ଗାନ୍ଧିଙ୍କ ଆଦର୍ଶନରେ ଅନୁପ୍ରାଣିତ ହୋଇଛନ୍ତି । ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ନିରଞ୍ଜନ ପଟ୍ଟନାୟକ । […]

Continue Reading