ପରଲୋକରେ କୋକସରାର ପୂର୍ବତନ ବିଧାୟିକା ରୋଶନୀ ସିଂହଦେଓ

ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲାର ପୂର୍ବତନ କୋକସରା ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ଭୁବନେଶ୍ୱରରେ ପୁଅ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ବାସ ଭବନରେ ତାଙ୍କର ପରଲୋକ ହୋଇଛି ।କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କର ମୃତ୍ୟୁ ହୋଇଯାଇଛି । ରୋଶନୀ ସିଂହଦେଓ ଦୁଇ ଥର କୋକସରା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ରହିଥିଲେ । ସେ […]

Continue Reading

ରାଜ୍ୟରେ ସଂକ୍ରମଣ ସ୍ଥିତି ଧୀରେ ଧୀରେ ଭଲ ଆଡକୁ ଆସୁଛି : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର :ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।ରାଜ୍ୟରେ ଯେତିକି କରୋନା ଭାରାଆଣ୍ଟ ଅଛି , ସେତିକି ଓମିକ୍ରନ ଭାରିଆଣ୍ଟ ଅଛି ବୋଲି ବିଜୟ ମହାପାତ୍ର କହିଛନ୍ତି । ଯଦି ଓମିକ୍ରନ କଥା କହିବେ ତେବେ ରାଜ୍ୟରେ ଓମିକ୍ରନ ଅଧିକ ସଂକ୍ରାମକ ହୋଇନାହିଁ । ଅନ୍ୟ ରାଜ୍ୟରେ ମଧ୍ୟ ଓମିକ୍ରନ ଉପସ୍ଥିତି କମିବାରେ ଲାଗିଛି ।ମୋଟାମୋଟି କହିବାକୁ ଗଲେ ଆମ […]

Continue Reading

ଦିଲ୍ଲୀରୁ ଲଣ୍ଡନ ଚାଲିବ ବସ

ନୂଆଦିଲ୍ଲୀ: ୪୬ ବର୍ଷ ପରେ ଦିଲ୍ଲୀରୁ ଲଣ୍ଡନ ବସ ଗଡିପାରେ । ଭାରତ-ମ୍ୟାନମାର ସୀମାରେ ସ୍ଥିତି ସାମାନ୍ୟ ହେବା ପରେ ସେପ୍ଟେମ୍ବରରେ ଏହାକୁ ଚାଲୁ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ । ୧୫ ଲକ୍ଷ ଟଙ୍କା ପ୍ୟାକେଜରେ ଟିକେଟ, ଭିସା, ବିଭିନ୍ନ ଦେଶରେ ରହିବା ପାଇଁ ସମସ୍ତ ସୁବିଧା ସୁଯୋଗ ଏଥିରେ ସାମିଲ ରହିବ । ଏକ ବ୍ରିଟିଶ କମ୍ପାନୀ ୧୯୫୭ରେ ଦିଲ୍ଲୀ, ଲଣ୍ଡନ ଓ କୋଲକାତା ମଧ୍ୟରେ ବସ ସେବା ଆରମ୍ଭ କରିଥିଲେ । […]

Continue Reading

ଡିଜିଟାଲ ଇଣ୍ଡିଆ କର୍ପୋରେସନର ଚିଫ୍ ଟେକ୍ନିକାଲ ଅଫିସର ହେଲେ ଓଡିଆ ପୁଅ ଦେବବ୍ରତ ନାୟକ

ଭୁବନେଶ୍ୱର : ଓଡିଆ ପୁଅ ଦେବବ୍ରତ ନାୟକ ହେଲେ ଡିଜିଟାଲ ଇଣ୍ଡିଆ କର୍ପୋରେସନର ମୁଖ୍ୟ ଟେକ୍ନିକାଲ ଅଧିକାରୀ ଭାବେ ନିଯୁକ୍ତି କରାଯାଇଛି । ଶ୍ରୀ ନାୟକ ଡିଜିଟାଲ ଇଣ୍ଡିଆର ମୁଖ୍ୟ ଭାବେ ଯୋଗଦେବା ପୂର୍ବରୁ ସେ ନ୍ୟାସନାଲ ଇନଫୋରମେଟିକ୍ ସେଣ୍ଟର ଏନଆଇସିରୁ ସ୍ୱେଚ୍ଛାକୃ ଭାବେ ସେ ଭଲେଟାରୀ ରେଡାର୍ଡମେଣ୍ଟ ନେଇଛନ୍ତି । ସେଠାରେ ସେ ସିନିୟର ଟେକ୍ନିକାଲ ଡାଇରେକ୍ଟର ଭାବେ ଅବସ୍ଥାପିତ ଥିଲେ । ଦେବବ୍ରତ ନାୟକ ନ୍ୟାସନାଲ ଗଭନାନ୍ସ ଡିଭିଜନ (NeGD) ରେ ମଧ୍ୟ କାମ […]

Continue Reading

ରୋଡ ଶୋ ବେଳେ ଭଗୱନ୍ତ ମାନଙ୍କ ଉପରକୁ ଟେକାମାଡ, ଡାକ୍ତରଖାନରେ ଭର୍ତି

ଚଣ୍ଡୀଗଡ: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ସମସ୍ତ ଦଳ ଜୋରଦାର ପ୍ରସ୍ତୁତି କରିଛନ୍ତି । ତେବେ ଶୁକ୍ରବାର ଆମ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ଭାଗୱନ୍ତ ମାନ ଏକ ରୋଡ ଶୋ କରୁଥିବା ବେଳେ ତାଙ୍କ ଉପରକୁ ଟେକାମାଡ ହୋଇଛି । ଏଥିରେ ତାଙ୍କ ମୁଣ୍ଡ ଫାଟିଯାଇଛି । ତାଙ୍କୁ ଡାକ୍ତରଖାନା ଚିକିତ୍ସା ପାଇଁ ନିଆଯାଇଛି । ଅମ୍ରିତସରର ଅଟାରୀ ଅଂଚଳରେ ତାଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା । ଗାଡିର ସନରୁଫ ଖୋଲି ମାନ ଛିଡା ହେବା […]

Continue Reading

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ । ଲାଞ୍ଚ ନେବା ସମୟରେ ମାଡ଼ିବସିଥିଲା ଭିଜିଲାନ୍ସ । ଦୁଇ ଜଣଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି ।ସୂଚନା ଅନୁସାରେ, ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ବିଇଓ ବ୍ରଜକୁମାର ନାୟକ ଜଣେ ଶିକ୍ଷକଙ୍କ ଏରିଅର ବିଲ୍ କରିବାକୁ ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଚଢାଉ କରିଥିଲା । ଅନ୍ୟପଟେ କଟକ  କଲେକ୍ଟୋରେଟ୍ ରେକର୍ଡ ରୁମ୍ର କିରାଣି କାଶୀନାଥ ଦାଶ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ […]

Continue Reading

ନିର୍ବାଚନ ଆୟୋଗ ଅଧ୍ୟକ୍ଷତାରେ ପୌର ନିର୍ବାଚନ ପାଇଁ ବସିଥିବା ସର୍ବଦଳୀୟ ବୈଠକ ଶେଷ

ଭୁବନେଶ୍ୱର : ରାଜ୍ୟ ନିର୍ବାଚନ ଆୟୋଗ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି ।ଏହି ବୈଠକରେ ବିଜେପି ବିଜେଡି ଓ କଂଗ୍ରେସ ସର୍ବଦଳ ଯୋଗଦେଇଥିଲେ । ଏହି ବୈଠକରେ ଭୋଟର ତାଲିକା ସଂଶୋଧନ ଓ ପୌର ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ହୋଇଥିଲା ।ବୈଠକରେ ବିଜେଡି ପକ୍ଷରୁ ସୁଲତା ଦେଓ ବିଜେପି ମିଡିଆ ସଂଯୋଜକ ଦିଲ୍ଲୀପ ମଲ୍ଲିକ ଏବଂ କଂଗ୍ରେସ ନେତା ଶିବାନନ୍ଦ ରାୟ ପ୍ରମୁଖ ଯୋଗଦେଇଥିଲେ । ସର୍ବ ଦଳୀୟ ବୈଠକ ପରେ ଆଦିତ୍ୟ […]

Continue Reading

ଭିଜିଲାନ୍ସ ଜାଲରେ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର

ଫୁଲବାଣୀ: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସର ୪ଜଣ ଡିଏସପି, ୭ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ଅଛନ୍ତି । କେ. ନୂଆଗାଁରେ ଥିବା ସରକାରୀ […]

Continue Reading

ଅଫଲାଇନରେ ହେବ ପରୀକ୍ଷା: ସମୀର ଦାସ

ଭୁବନେଶ୍ୱର: ଗୋଟିଏ ପରୀକ୍ଷା ବାତିଲ ନେଇ ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇଥିବାବେଳେ, ଏହାରି ମଧ୍ୟରେ ପରୀକ୍ଷା ସମ୍ପର୍କରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଅଫଲାଇନରେ ପରୀକ୍ଷା ହେବା ପାଇଁ ନିଷ୍ପତ୍ତି ନିଆସରିଛି ଏବଂ କୋର୍ସ ସରିବା ପରେ ହିଁ ଅଫଲାଇନରେ ପରୀକ୍ଷା ହେବ । ସେ କହିଛନ୍ତି ଯେଉଁ ସମୟରେ ପରୀକ୍ଷା ହେବା କଥା, ସେହି ସମୟରେ ହେବ । ତେଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ରହୁନ୍ତୁ । ସୂଚନାଯୋଗ୍ୟ, […]

Continue Reading

ଗୁଆମରେ ଶକ୍ତି ପ୍ରଦର୍ଶନ : ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ବାୟୁସେନାର ଏଲିଫ୍ୟାଂଟ ୱାକ

ଟୋକିଓ: ଗୁଆମର ଆଣ୍ଡରସନ ଏୟାରଫୋର୍ସ ବେସରେ ଆଜି ଜାପାନ ଓ ଅଷ୍ଟ୍ରେଲିଆ ସହିତ ମିଶି ଆମେରିକା ବାୟୁସେନାର ଶକ୍ତି ପ୍ରଦର୍ଶନ କରିଛି । ଚୀନଠାରୁ ୨୯୦୦ କିଲୋମିଟର ଦୂରରେ ଏହି ଏୟାରବେସ ଅବସ୍ଥାପିତ । ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆର ୧୩୦ ବିମାନ ଏଲିଫ୍ୟାଂଟ ୱାକ କରିଥିଲେ । ଏହା ବ୍ୟତୀତ ଆକାଶମାର୍ଗରେ ବିଭିନ୍ନ ପ୍ରକାର ଯୁଦ୍ଧକୌଶଳ ଦେଖାଇଥିଲେ । ଏଥିରେ ୨୫୦୦ରୁ ଅଧିକ ଆମେରିକା ଏୟାରମ୍ୟାନ, ମରିନ ଓ ସେଲର୍ସ ଯୋଗ ଦେଇଥିଲେ । ଆମେରିକା […]

Continue Reading