+୨ ପରୀକ୍ଷା ବାତିଲ ଦାବି: ଛାତ୍ରଛାତ୍ରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି
ଭୁବନେଶ୍ୱର: ମାଷ୍ଟରକ୍ୟାଣ୍ଟିନ ଛକରେ ଆଜି ଛାତ୍ରଛାତ୍ରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି । +୨ ପରୀକ୍ଷା ବାତିଲ ଦାବି ନେଇ ଛାତ୍ରଛାତ୍ରୀମାନେ ଆଜି ଏଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । କିଛି ସମୟ ପାଇଁ ଗାଡ଼ି ମୋଟର ଅଟକି ଯାଇ ଟ୍ରାଫିକ୍ ଜାମ୍ ହୋଇଥିବା ଦେଖିବାକୁ ମିଳିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୁଝାସୁଝା କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା । ସୂଚନା ନୁସାରେ, ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ଘଟିଥିବା […]
Continue Reading
