ସୋରୋ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ବର : ବାଲେଶ୍ବର ସୋରରେ ମର୍ମନ୍ତୁଦ ଦୁର୍ଘଟଣା । ୧୬ନଂ ଜାତୀୟ ରାଜପଥର ବିଦୁ ଛକ ନିକଟରେ ବସକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍ । ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଆହତ ହୋଇଥିବା ୮ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛଝନ୍ତି । ଏଥିସହ […]
Continue Reading
