ଚନ୍ଦନପୁରରୁ ୧୬୫ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ
ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା । ଚନ୍ଦନପୁରରୁ ୧୬୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ । ଏହାସହ ୭ହଜାର ୫୬୦ ନଗଦ ଟଙ୍କା, ଦୁଇଟି ମୋବାଇଲ, ଗୋଟିଏ ବାଇକ ଜବତ କରାଯାଇଛି । ଘଟଣାରେ ଦୁଇଜଣଙ୍କୁ ପୋଲିସ ଗିରଫ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧୬ ଲକ୍ଷ ୫୦ହଜାର ଟଙ୍କା । ସୂଚନା ଅନୁସାରେ, ଚନ୍ଦନପୁର ଥାନା ଆଇଆଇସି ସୁଶାନ୍ତ କୁମାର ବେହେରା ଓ ଏସଡ଼ିପିଓ କିଶୋର ଚନ୍ଦ୍ର ମୁଣ୍ଡାଙ୍କ ନେତୃତ୍ୱରେ […]
Continue Reading
