ରାଜ୍ୟରେ ୧୪ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୧୪ ଟି ସାଇବର ଥାନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ୟୁଆଲ ମୋଡରେ ୧୪ ଟି ସାଇବର ଥାନାର ଉଦଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦିନକୁ ଦିନ ରାଜ୍ୟରେ ସାଇବର ଅପରାଧ ବଢିବାରେ ଲାଗିଛି । ଆଖି ପିଛୁଳାକେ ସାଇବର ଅପରାଧି ମାନେ ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି । ଏହା ସମାଜରେ ପ୍ରମୁଖ ଅପରାଧ ପାଲଟିଛି । ଭୁବନେଶ୍ୱର ଇମ୍ପୋଭ୍ୟାଲି ଓ ପାହାଳରେ […]

Continue Reading

ରିଲାଏନ୍ସ ଫାଉଣ୍ଡେସନ ହଜାର ହଜାର ପିଲାଙ୍କ ପାଇଁ ଆଣିଦେଲା ଉତ୍ସବର ଆନନ୍ଦ

ଭୁବନେଶ୍ବର : ଶେଷ ହେବାକୁ ଯାଉଛି ବର୍ଷ ୨୦୨୧ । ଆରମ୍ଭ ହେବ ନୂଆବର୍ଷ । ନୂଆବର୍ଷ ପାଳନ କରିବାକୁ ଦେଶବାସୀ ପ୍ରସ୍ତୁତ ଥିବା ବେଳେ, ରିଲାଏନ୍ସ ଫାଉଣ୍ଡେସନ ସମଗ୍ର ଭାରତରେ ପିଲାଙ୍କ ସହିତ ଏହି ଉତ୍ସବର ଆନନ୍ଦ ବାଣ୍ଟିବାର ପରମ୍ପରାକୁ ବଜାୟ ରଖିଛି । ଭୁବନେଶ୍ବର ସମେତ ଦେଶର ୧୧ଟି ସହରରେ ୨୬ଟି ଏନଜିଓ ସହଭାଗିତାରେ ଅବହେଳିତ ପୃଷ୍ଠଭୂମିରୁ ଆସିଥିବା ପ୍ରାୟ ୫୦୦୦ ପିଲାଙ୍କୁ ସ୍ବତନ୍ତ୍ର ଭାବରେ ପ୍ରସ୍ତୁତ କରାଯାଇଥିବା ଗୁଡିଜ୍‍ ବ୍ୟାଗ୍‍ ଏବଂ ଉପହାର […]

Continue Reading

ସାଜିଦଙ୍କ ଆଗାମୀ ଫିଲ୍ମରେ ଅଭିନୟ କରିବେ ଆହାନ

ମୁମ୍ବାଇ: ସାଜିଦ ନାଡିୟାଡୱାଲାଙ୍କ ତଡପରେ ଧମାକାଦାର ଷ୍ଟାଇଲରେ ବଲିଉଡରେ ପାଦ ଥାପିଥିଲେ ସୁନୀଲ ସେଟ୍ଟୀଙ୍କ ପୁତ୍ର ଆହାନ । ତେଲୁଗୁ ଫିଲ୍ମ ଆରଏକ୍ସ ୧୦୦ର ହିନ୍ଦର ରିମେକ ତଡପ ବ୍ୟବସାୟୀ ଦୃଷ୍ଟିକୋଣରୁ ସେତେଟା ବଡ ହିଟ ହୋଇ ନ ଥିଲେ ମଧ୍ୟ ଆହାନ ପ୍ରଭାବିତ କରିଥିଲେ । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ସାଜିଦ ତାଙ୍କ ଆଗାମୀ ଫିଲ୍ମରେ ଆହାନଙ୍କୁ ନେବେ ବୋଲି ଘୋଷଣା କରି ସାରିଛନ୍ତି । ପୂର୍ବରୁ ଟାଇଗର ଶ୍ରଫଙ୍କ ବଲିଉଡ କ୍ୟାରିୟରରେ […]

Continue Reading

ଗର୍ଭବତୀଙ୍କ ସ୍ୱାମୀଙ୍କୁ ଡାକ୍ତର ଦୁର୍ବ୍ୟବହାର କରିଥିବା ଅଭିଯୋଗ

ରାୟଗଡା : ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗର୍ଭବତୀ ମହିଳାଙ୍କ ସ୍ୱାମୀଙ୍କୁ ଡାକ୍ତର ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛିା ମହିଳାଙ୍କ ସ୍ୱାମୀ ଲିଙ୍ଗରାଜ ବାଗ ଏପରି ଅଭିଯୋଗ ଆଣିଛନ୍ତି । ମିଳିଥିବା ସୂଚନା ଅନୁସାରେ ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ କୁଟ୍ରାଗଡ ଗ୍ରାମରେ ଗର୍ଭବତୀ ମହିଳାଙ୍କ ଅଲଟ୍ରା ସାଉଣ୍ଡ କରିବା ପାଇଁ ତାଙ୍କ ପତି ବହୁ ସମୟ ଧରି ଅପେକ୍ଷା କରିଥିଲେ । ତାଙ୍କ ସ୍ୱାମୀ ଡାକ୍ତର ଜିତେନ୍ଦ୍ର ପାଣିଗ୍ରାହୀଙ୍କୁ ଶିଘ୍ର ଅଲଟ୍ରାସାଉଣ୍ଡ କରିବା ପାଇଁ […]

Continue Reading

୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍‌ ପାଇଁ କୌଣସି ଡାକ୍ତରୀ ପ୍ରମାଣପତ୍ରର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ସରକାର କହିଛନ୍ତି ଯେ ବର୍ତ୍ତମାନ ବୁଷ୍ଟର ଡୋଜ୍‌ ନେବାବେଳେ କୌଣସି ସାର୍ଟିଫିକେଟ୍ ଦେଖାଇବାର ଆବଶ୍ୟକତା ନାହିଁ। ଏହା ପୂର୍ବରୁ କୁହାଯାଇଥିଲା ଯେ ୬୦ ବର୍ଷରୁ ଅଧିକ ବୟସ୍କ ସମସ୍ତ ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍‌ ପାଇଁ ଡାକ୍ତରୀ ପ୍ରମାଣପତ୍ର ପ୍ରସ୍ତୁତ କରିବାକୁ ପଡିବ। ବର୍ତ୍ତମାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ବୁଷ୍ଟର ଡୋଜ ନେବାବେଳେ ଏପରି ସାର୍ଟିଫିକେଟ୍ ଦେଖାଇବାର କୌଣସି ଆବଶ୍ୟକତା ନାହିଁ। କିଛି ଦିନ ପୂର୍ବରୁ ସରକାର ସ୍ୱାସ୍ଥ୍ୟ କର୍ମୀ ,ଫ୍ରଣ୍ଟଲାଇନ କର୍ମଚାରୀ […]

Continue Reading

ପୁଣି ଘୁଞ୍ଚିଲା ଫିଲ୍ମ ‘ଜର୍ସି’ର ରିଲିଜ ଡେଟ୍‌

ମୁମ୍ବାଇ: ଶାହିଦ କପୁର ଏବଂ ମୃଣାଲ ଠାକୁର ତାଙ୍କ ଅଭିନୀତ ଫିଲ୍ମ ‘ଜର୍ସି’ର ପ୍ରମୋସନ୍‌ରେ ବ୍ୟସ୍ତ ଅଛନ୍ତି। ଅନେକ ଦିନର ଅପେକ୍ଷା ପରେ ଫିଲ୍ମଟି ଡିସେମ୍ବର ୩୧ରେ ରିଲିଜ ହେବାର ଥିଲା। କିନ୍ତୁ ଦେଶରେ ବଢୁଥିବା କୋଭିଡ ଏବଂ ଓମିକ୍ରନ୍ ମାମଲା ହେତୁ ଜର୍ସିର ରିଲିଜ୍ ତାରିଖ ପୁଣି ଥରେ ଘୁଞ୍ଚାଯାଇଥିବା ଜଣାପଡ଼ିଛି। ଏହାକୁ ନେଇ ଫିଲ୍ମ ନିର୍ମାତାମାନେ ଏକ ସରକାରୀ ବିବୃତ୍ତି ପ୍ରକାଶ କରିଛନ୍ତି। ଦେଶରେ କୋଭିଡ ଏବଂ ଓମିକ୍ରନ୍ ମାମଲା ବଢିବା ସହିତ କେତେକ […]

Continue Reading

ବରଫ ଚାଦରରେ ସଜାଇ ହୋଇଛି ପର୍ଯ୍ୟଟନସ୍ଥଳି ଔଲି , ଜମୁଛି ପର୍ଯ୍ୟଟକଙ୍କ ଭିଡ

ଉତ୍ତରାଖଣ୍ଡ :ଉତ୍ତରାଖଣ୍ଡର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳି ଔଲି । ଏଠାରେ ଏବେ ତୁଷାରପାତ ଜାରି ରହିଛି । ହେଲେ ଏହି ବରଫ ପାତ ଦେଖିବା ପାଇଁ ବାହାର ରାଜ୍ୟ ସହ ଆଖପାଖ ଅଞ୍ଚଳର ଟୁରିଷ୍ଟ ମାନଙ୍କ ପ୍ରବଳ ଭିଡ ଲାଗିଛି । ପିକନିକ୍ ସିଜିନ ଚାଲିଥିବା ବେଳେ ନୂଆବର୍ଷ ପାଇଁ ପର୍ଯ୍ୟଟକଙ୍କ ପ୍ରବଳ ଗହଳି ଲାଗିଛି । ଶୀତ ଦିନ ଆସିଲେ ଔଲି ଅଞ୍ଚଳରେ ସ୍ନୋ ଫଲର ମଜା ନେବା ପାଇଁ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ । […]

Continue Reading

ଛେଳି ଜନ୍ମ କଲା ମଣିଷ ଆକୃତିର ଛେଳି ଛୁଆ

ଆସାମ: ଆମ ଆଖପାଖରେ ଅନେକ ସମୟରେ ଏହିପରି କିଛି ଘଟଣା ଘଟେ । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ । ଏହି ମଧ୍ୟରେ ଆସାମର କଚାର ଜିଲ୍ଲାରୁ ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଯାହା କିଛି ଚତ୍ମକାରଠାରୁ କମ୍ ନୁହେଁ । ଆପଣ କେବେ ଶୁଣିଛନ୍ତି ପଶୁ ମଣିଷ ଛୁଆକୁ ଜନ୍ମ ଦେବା କଥା! ହଁ ଆଜ୍ଞା ଆମେ କହୁଛୁ, ଛେଳି ପାଖରୁ ମଣିଷ ସନ୍ତାନ ଭଳି ଦେଖାଯାଉଥିବା ଛୁଆକୁ ଜନ୍ମ ଦେଇଛି । ବିଶ୍ୱାସ […]

Continue Reading

ଏମକେସିଜି ମେଡିକାଲର ପିଜି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ, ରୋଗୀସେବା ବାଧାପ୍ରାପ୍ତ

ବ୍ରହ୍ମପୁର : ଏମକେସିଜି ମେଡିକାଲର ପିଜି ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ପିଜି ଓ ନିଟ୍ କାଉନସେଲିଂରେ ଅହେତୁକ ବିଳମ୍ବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରଛାତ୍ରୀ ମାନେ । ୨୦୨୧ ବର୍ଷ ପାଇଁ କାଉନସେଲିଂ ବିଳମ୍ବ ହେଉଛି । କାଉନସେଲିଂ ଶିଘ୍ର କରାଯାଉ ବୋଲି ଦାବି କରିଛନ୍ତି । ଫଳରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି । ସପେଟେ ଛାତ୍ରମାନେ କହିଛନ୍ତି ଆମେ ଏକାଡେମିକ ଆକ୍ଟିଭିଟି ବନ୍ଦ କରିଛୁ । ହେଲେ ରୋଗୀସେବା ବନ୍ଦ କରିନାହୁଁ ,କିନ୍ତୁ ଯଦି […]

Continue Reading

ଭିଜିଲାନ୍ସ ଜାଲରେ ରେଭେନ୍ୟୁ ଇନ୍ସପେକ୍ଟର୍‌

ଜଗତସିଂହପୁର: ଲାଂଚ ଦାବି କରି ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଜିଲ୍ଲା ଜାପା ରାଜସ୍ୱ ନିରୀକ୍ଷକ ସମୀର କୁମାର ମଲ୍ଲିକ । ଏରସେମା ତହସିଲରେ ମ୍ୟୁଟେସନ ମାମଲାର ସମାଧାନ ଉଦ୍ଦେଶ୍ୟରେ ଜଣେ ବ୍ୟକ୍ତିଙ୍କଠାରୁ ସମୀର କୁମାର ମଲ୍ଲିକ ଲାଂଚ ମାଗିଥିବା ଅଭିଯୋଗ ହୋଇଛି । ରିପୋର୍ଟ ଅନୁଯାୟୀ ଜଣେ ବ୍ୟକ୍ତିଙ୍କଠାରୁ ରାଜସ୍ୱ ନିରୀକ୍ଷକ ସମୀର କୁମାର ମଲ୍ଲିକ ୧୦ ହଜାର ଟଙ୍କା ଲଂଚ ଦାବି କରିଥିଲେ । ଏ ନେଇ ସଂପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସ ବିଭାଗରେ […]

Continue Reading