କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ଭଜି
ମୁମ୍ବାଇ: ଭାରତୀୟ କ୍ରିକେଟର ମହାନ ଅଫ ସ୍ପିନର ହରଭଜନ ସିଂ ଆଜି କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ଏଥିସହ ୨୩ ବର୍ଷର କ୍ୟାରିୟରର ଅନ୍ତ ଘଟିଛି । ୧୯୯୮ରେ ହରଭଜନ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିଲେ । ସେ ୧୦୩ ମ୍ୟାଚରେ ୪୧୭ ୱିକେଟ ଅକ୍ତିଆର କରିଛନ୍ତି । ସେହିପରି ଦିନିକିଆରେ ସେ ୨୩୬ ମ୍ୟାଚରୁ ୧୬୯ ୱିକେଟ ନେଇଛନ୍ତି । ଟି୨୦ରେ ଭାରତ ପକ୍ଷରୁ ୨୮ ମ୍ୟାଚ ଖେଳି […]
Continue Reading
