ଆବାସ ଯୋଜନାରେ ଘର ଦେବାନେଇ ପୁଣି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ
ନୂଆଦିଲ୍ଲୀ: ପିଏମ୍ ଆବାସ ଯୋଜନା ନେଇ ଆଜି ବିଜୁ ଜନତା ଦଳର ସାଂସଦ ମାନେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂ ଙ୍କୁ ଭେଟିଛନ୍ତି । ନୂଆଦିଲ୍ଲୀର କୃଷି ଭବନ ଠାରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଏକ ଘଣ୍ଟିଆ ବୈଠକ କରିଥିଲେ ବିଜେଡି ସାଂସଦ ମାନେ । ଗିରିରାଜଙ୍କ ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡିଶାକୁ ଘର ଯୋଗାଇଦେବା ସମ୍ପର୍କରେ ଆଲୋଚନା କରିଥିଲେ ସାଂସଦମାନେ । ବାସହରା ଲୋକଙ୍କୁ ଘର ଯୋଗାଇଦେବାକୁ ବିଜେଡି ସାଂସଦମାନେ ଦାବି କରିଥିଲେ […]
Continue Reading
