ଅଗ୍ନି ପ୍ରାଇମ୍ର ସଫଳ ପରୀକ୍ଷଣ
ବାଲେଶ୍ୱର: ଭାରତ ଶନିବାର ସଫଳତାର ସହ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି । ଏହି ମିଶାଇଲର ପରୀକ୍ଷଣ ଓଡ଼ିଶାର ବାଲେଶ୍ୱର ଠାରେ କରାଯାଇଥିଲା । ଅଗ୍ନି ପ୍ରାଇମ୍ ମିଶାଇଲ୍ ଅଗ୍ନି ସିରିଜର ଏକ ଆଧୁନିକ ମିସାଇଲ୍ ଅଟେ । ଜାତୀୟଗଣମାଧ୍ୟମ ସୂଚନା ଅନୁସାରେ ଏହା ୧୦୦୦ରୁ ୨୦୦୦ କିଲୋମିଟର ମଧ୍ୟରେ ଆକ୍ରମଣ କରିପାରିବ । ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ର ଅଗ୍ନି ସିରିଜର ଷଷ୍ଠ କ୍ଷେପଣାସ୍ତ୍ର ଅଟେ । ଏହି କ୍ଷେପଣାସ୍ତ୍ରକୁ ଡିଆରଡିଓ ଦ୍ୱାରା ବିକଶିତ […]
Continue Reading
