ସ୍ଥଗିତ ରହିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ
କଟକ : ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ । ଆସନ୍ତାକାଲି ଏହି ପୁରସ୍କାର ପ୍ରଦାନ କରାଯିବାର ଥିଲା । କିନ୍ତୁ ଏହା ପୂର୍ବରୁ ପୁରସ୍କାର ପ୍ରଦାନ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ର ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିଥିଲେ ନିର୍ଦ୍ଦେଶକ ବବି ଇସ୍ଲାମ୍ । ଏହାର ଶୁଣାଣି କରି ହାଇକୋର୍ଟ ଏହି ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ଘୋଷଣା […]
Continue Reading
