ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ କଲା ବେଳେ ପୋଲିସ ଓ ଛାତ୍ର କଂଗ୍ରେସ କର୍ମୀ ମୁହାଁମୁହିଁ
ଭୁବନେଶ୍ୱର : କଂଗ୍ରେସ ପକ୍ଷରୁ ଆଜି ବିଧାନସଭା ଘେରିବାକୁ ଆନ୍ଦୋଳନ କରାଯାଇଥିଲା। ଛାତ୍ର କଂଗ୍ରେସ ଆଜି ମମିତା ପ୍ରସଙ୍ଗକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି। କଂଗ୍ରେସ କର୍ମୀମାନେ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ ଓ ଛାତ୍ର କଂଗ୍ରେସ କର୍ମୀ ଧସ୍ତା ଧସ୍ତା ହୋଇଛନ୍ତି। ପୋଲିସ ଉପରକୁ ଅଣ୍ଡା ଓ ଟମାଟ ଫିଙ୍ଗିଥିଲେ କଂଗ୍ରେସ କର୍ମୀ। ପୋଲିସ ଗାଡିକୁ ମଧ୍ୟ ନିଆଁ ଲଗାଇ ଦେଇଛନ୍ତି ଛାତ୍ର କଂଗ୍ରେସର କର୍ମୀମାନେ। ପୋଲିସ ଲାଠି ଚାର୍ଜରେ […]
Continue Reading
