ଆର୍ଯ୍ୟନ ଏବଂ ସହଯୋଗୀଙ୍କ ବିରୋଧରେ ଉପଯୁକ୍ତ ପ୍ରମାଣ ନାହିଁ : ବମ୍ବେ ହାଇକୋର୍ଟ

ମୁମ୍ବାଇ: କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଆଜି ମୁମ୍ବାଇ ହାଇକୋର୍ଟ ଶାହାରୁଖଙ୍କ ପୁତ୍ର ଆର୍ଯ୍ୟନଙ୍କ ଜାମିନ ଶୁଣାଣୀ ବେଳେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ଆର୍ଯ୍ୟନ ଏବଂ ତାଙ୍କ ସହଯୋଗୀଙ୍କ ବିରୋଧରେ ସେଭଳି କୌଣସି ମଜଭୁତ ପ୍ରମାଣ ନାହିଁ । ଜାମିନ ଆଦେଶ ସହ କୋର୍ଟ ୧୪ ପୃଷ୍ଠାର ନିର୍ଦ୍ଦେଶ ଦେବା ବେଳେ କହିଛନ୍ତି କୋର୍ଟରେ କୌଣସି ଅନରେକର୍ଡ ପ୍ରମାଣ ଉପସ୍ଥାପନ କରାଯାଇ ନାହିଁ । ସେହିପରି ଆବେଦନକାରୀଙ୍କ ବିରୋଧରେ ଷଡଯନ୍ତ୍ର ରଚିବା ପାଇଁ ପ୍ରମାଣ ଆକାରରେ […]

Continue Reading

ଆସନ୍ତାକାଲି ଆୟକର ବିଭାଗ ପକ୍ଷରୁ ଆୟୋଜିତ ହେବ ‘ଟ୍ୟାକ୍ସାଥନ୍’

ଭୁବନେଶ୍ୱର : ଆସନ୍ତାକାଲି ପାଳିତ ହେବ ଆଜାଦୀ କା ଅମୃତ ମହୋତ୍ସବ । ଦେଶ ସ୍ୱାଧିନତାର ୭୫ ବର୍ଷ ଉପଲକ୍ଷେ ଦେଶ ବ୍ୟାପି ପାଳନ କରାଯାଉଛି ଆଜାଦୀ କା ଅମୃତ ମହୋତ୍ସବ । ଏହି ଅବସରରେ ଆସନ୍ତା କାଲି ସକାଳ ୬ ଟାରେ ଭୁବନେଶ୍ୱର ସ୍ଥିତ ଆୟକର ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପଦଯାତ୍ରା ଆୟୋଜନ କରାଯିବ ।ଏହି ପଦଯାତ୍ରାର ନାଁ ‘ଟ୍ୟାକ୍ସାଥନ’ ରଖାଯାଇଛି ।ଏହି ପଦଯାତ୍ରା ଭୁବନେଶ୍ୱର ରାଜସ୍ୱ ବିହ।ରସ୍ଥିତ ଆୟକର ଭବନରୁ ବାହାରି ରସୁଲଗଡ,ବାଣୀବିହାର […]

Continue Reading

ଆଇସିସି ଘୋଷଣା କଲା ମେଗା ଇଂଭେଟର କାର୍ଯ୍ୟସୂଚୀ: ୨୦୨୬, ୨୦୩୧ ବିଶ୍ୱକପ ଆୟୋଜନ କରିବ ଭାରତ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୬ରୁ ୨୦୩୧ ପର୍ଯ୍ୟନ୍ତ ମେଗା ଇଭେଂଟର କାର୍ଯ୍ୟସୂଚୀ ଘୋଷଣା କରିଛି । ଭାରତକୁ ୩ଟି ବଡ ଆଇସିସି ଇଭେଂଟ ଆୟୋଜନ କରିବା ଅଧିକାର ମିଳିଛି । ଏହା ମଧ୍ୟରେ ୨୦୨୬ରେ ଶ୍ରୀଲଙ୍କା ସହିତ ଭାରତ ମିଳିତ ଭାବେ ଟି୨୦ ବିଶ୍ୱକପ ଏବଂ ୨୦୩୧ରେ ବାଂଲାଦେଶ ସହ ଦିନିକିଆ ବିଶ୍ୱକପ ଆୟୋଜନ କରିବ । ଏହା ବ୍ୟତୀତ ୨୦୨୯ ଚାମ୍ପିୟନ୍ସ ଟ୍ରଫି ମଧ୍ୟ ଭାରତରେ ହେବ । ସୂଚନାଯୋଗ୍ୟ, ପୂର୍ବରୁ ୨୦୨୩ […]

Continue Reading

ସୁନ୍ଦରଗଡ଼ ବଣାଇରେ ହାତୀ ଆତଙ୍କ, ଭାଙ୍ଗିଲେ ଘର, ଖାଇଲେ ଚାଉଳ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ବଣାଇରେ ପୁଣି ମାତିଲେ ହାତୀପଲ । ଘର ଭାଙ୍ଗିବା ସହ ଖାଇଗଲେ ଚାଉଳ । ଆକ୍ରମଣରେ ଜଣେ ଶିଶୁର ଗୋଡ ଭାଙ୍ଗି ଯାଇଥିବା ବେଳେ, ଅନ୍ୟ ଜଣେ ଆହତ ହୋଇଛି । ଦୁଇ ଶିଶୁଙ୍କୁ ବନ ବିଭାଗ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛି । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡ କୋଇଡା ଅଞ୍ଚଳରେ ତାଣ୍ଡବ ରଚି ଚାଲିଛନ୍ତି ୨୬ ଟିକିଆ ହାତୀପଲ । କୋଇଡ଼ା ଠାରୁ ମାତ୍ର ତିନି […]

Continue Reading

ଟିକାକରଣରେ ସାରା ଦେଶରେ ଆଗରେ ଓଡ଼ିଶା

ଭୁବନେଶ୍ବର : କୋଭିଡ ମହାମାରୀ ବିରୋଧରେ ଚାଲିଥିବା ଟିକାକରଣରେ ସାରା ଦେଶରେ ଆଗରେ ଓଡ଼ିଶା । ଏବେ ଯାଏଁ ଟିକା ନେଇ ସାରିଲେଣି ୪.୦୩ କୋଟି ଲୋକ ସେମାନଙ୍କ ମଧ୍ୟରୁ ୨ କୋଟି ୬୮ ଲକ୍ଷ ୪ ହଜାର ଲୋକଙ୍କ ଦିଆଯାଇଛି ପ୍ରଥମ ଡୋଜ୍ । ସେହିପରି ୧ କୋଟି ୩୪ ଲକ୍ଷ ୯୬ ହଜାର ଲୋକଙ୍କୁ ଦିଆଯାଇଛି କୋଭିଡର ଦ୍ବିତୀୟ ଡୋଜ୍ । ତେବେ ରାଜ୍ୟରେ ଟିକା ଓ୍ବେଷ୍ଟେଜ୍ ହାର ମାଇନସ୍ ୫.୩ ପ୍ରତିଶତ ରହିଛି […]

Continue Reading

JSW ପ୍ରକଳ୍ପ ପାଇଁ ନିଆଯାଉଛି ଲୋକଙ୍କ ମତ, ଗଡ଼କୁଜଙ୍ଗରେ ପ୍ରଶାସନର ବୈଠକ

ପାରାଦୀପ : ଜେଏସଡବ୍ଲ୍ୟୁ ପ୍ରକଳ୍ପ ପାଇଁ ନିଆଯାଉଛି ଲୋକଙ୍କ ମତାମତ । ଜିଲ୍ଲା ପ୍ରଶାସନ ପକ୍ଷରୁ ସିଧାସଳଖ ଲୋକଙ୍କ ମତ ନେବା ପାଇଁ ଗଡ଼କୁଜଙ୍ଗ ପଞ୍ଚାୟତ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ବୈଠକ । ବୈଠକରେ ଗଡ଼କୁଜଙ୍ଗ ପଞ୍ଚାୟତର ବହୁ ମହିଳା ଓ ମୁରବୀ ସାମିଲ ହୋଇଛନ୍ତି । କମ୍ପାନୀ କର୍ତ୍ତୃପକ୍ଷ, ଜିଲ୍ଲାପାଳ, ଏସପି, ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ କମ୍ପାନୀର ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିଜର ସମସ୍ୟା ସମ୍ପର୍କରେ ପ୍ରଶାସନକୁ ଜଣାଇଛନ୍ତି […]

Continue Reading

ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର : ବ୍ରାଉନସୁଗାର ଜବତ । ଭୁବନେଶ୍ୱର ବାଲିଅନ୍ତା ଥାନା ଅନ୍ତର୍ଗତ ପୁରୀ କେନାଲ ନିକଟରୁ ୩୦୦ ଶହ ଗ୍ରାମ ବ୍ରାଉନସୁଗାର ଜବତ କଲା ପୋଲିସ । ଘଟଣା ସ୍ଥଳରୁ ଅଭିଯୁକ୍ତ ଅନୀଲ ନାୟକ ଓ ଶେଖ ସାମଶୁଦ୍ଧିନ ନାମକ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପୋଲିସ ଚଢାଉ ସମୟରେ ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର , ବାଇକ ଓ ଦୁଇଟି ମୋବାଇଲ ଜବତ କରିଛି ।

Continue Reading

ପୋଲିସ ଚାକିରି ନାଁରେ ଦେଢ଼ କୋଟି ଠକେଇ ମାମଲା, ପୁଣି ୨ ଦିନିଆ ରିମାଣ୍ଡରେ ଗଲା ବୈକୁଣ୍ଠ

ଭୁବନେଶ୍ବର : ପୋଲିସ ଚାକିରି କରାଇବା ନାଁରେ ଦେଢ଼ କୋଟି ଠକେଇ ମାମଲାରେ ତନାଘନା । ପୁଣି ୨ ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ ବୈକୁଣ୍ଠ ନାୟକ । ଠକ ବୈକୁଣ୍ଠନାଥର ମିଛ ନିଯୁକ୍ତି ଠକେଇର ଗୁମର ଖୋଲିବ ଇଓଡବ୍ଲ୍ୟୁ । ବୈକୁଣ୍ଠକୁ ୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ଇଓଡବ୍ଲ୍ୟୁ । ହେଲେ ୨ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଏସଡିଜେଏମ୍ କୋର୍ଟ । ରିମାଣ୍ଡରେ ମାରାଥନ ପଚରାଉଚରା କରିବ ଇଓଡବ୍ଲ୍ୟୁ । […]

Continue Reading

ତାଇଓ୍ବାନ ପ୍ରସଙ୍ଗରେ ଆମେରିକାକୁ ଚୀନର ଧମକ, କହିଲା ନିଆଁ ସହ ଖେଳ ନାହିଁ

ବେଜିଂ : ସକାଳେ ପ୍ରଶଂସାରେ ପୋତି ପକାଇଲେ, ଆଉ ଅପରାହ୍ନରେ ଧମକ । ବିଶ୍ବର ଦୁଇ ସୁପରପାଓ୍ବାର ଆମେରିକା ଓ ଚୀନ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ହୋଇଥିବା ଆଲୋଚନାର ଏକ ଭିନ୍ନଗତି ଦେଖିବାକୁ ମିଳିଛି । ତାଇଓ୍ବାନ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଜୋ ବିଡେନଙ୍କୁ ଧମକ ଦେଇଛନ୍ତି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ । ଆମେରିକାକୁ ଦମକ ଦେଇ ଚୀନ କହିଛି, ନିଆଁ ସହ ଖେଳ ନାହିଁ । ନିଆଁ ସହ ଖେଳିଲେ ନିଜେ ଜଳିଯିବ ବୋଲି କହିଛନ୍ତି […]

Continue Reading

ଟି୨୦ ବିଶ୍ୱକପ : ସର୍ବଶ୍ରେଷ୍ଠ ଟିମରେ ସ୍ଥାନ ପାଇଲେନି କୌଣସି ଭାରତୀୟ, ବାବର ଅଧିନାୟକ

ଦୁବାଇ: ଟି୨୦ ବିଶ୍ୱକପ କ୍ରିକେଟରେ ପ୍ରଦର୍ଶନ ବିଚାରକୁ ନେଇ ଆଇସିସି ଶ୍ରେଷ୍ଠ ଏକାଦଶ ଘୋଷଣା କରିଛି । ଏଥିରେ ଭାରତର କୌଣସି ଖେଳାଳି ସ୍ଥାନ ପାଇ ନ ଥିବା ବେଳେ ପାକିସ୍ତାନର ବାବର ଆଜମଙ୍କୁ ଅଧିନାୟକ କରାଯାଇଛି । ବାବର ୬ ମ୍ୟାଚରେ ୬୦.୬୦ ଆଭରେଜରେ ୩୦୩ ରନ କରିଥିଲେ । ଭାରତ ସୁପର ୧୨ ଆଗକୁ ଯାଇ ପାରି ନ ଥିବା ବେଳେ ପାକିସ୍ତାନ ସେମିରୁ ବିଦାୟ ନେଇଥିଲା । ଆଇସିସି ପ୍ୟାନେଲ ଇଆନ ବିଶପ, […]

Continue Reading