ମମିତା ମେହେର ହତ୍ୟାକାଣ୍ଡ ଘଟଣା : କୋର୍ଟରେ ହାଜର ହେଲା ଗୋବିନ୍ଦ ସାହୁ ଏବଂ ସହଯୋଗୀ ରାଧେ

ବଲାଙ୍ଗୀର : ବହୁ ଚର୍ଚ୍ଚିତ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେ ଚଣ୍ଡୀ କୁ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହଜାର କରାଯାଇଛି । ସୁରକ୍ଷା ବ୍ୟବସ୍ଥା ଦୃଷ୍ଟି ଯୋଗୁ ଭିଡିଓ କନଫରେନ୍ସ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିବା କହିଛନ୍ତି ସରକାରୀ ଓକିଲ ବାସୁଦେବ ରାୟ । ନଭେମ୍ବର ୨୭ ରେ ପୁଣି ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ […]

Continue Reading

ମହିଳା ଜୁନିୟର ହକି ବିଶ୍ୱକପ: ଭାରତୀୟ ଦଳରେ ୨ ଓଡିଆ

ଭୁବନେଶ୍ୱର: ଦକ୍ଷିଣ ଆଫ୍ରିକାରେ ଆୟୋଜିତ ହେବାକୁ ଥିବା ଏଫଆଇଏଚ ମହିଳା ଜୁନିୟର ହକି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଲାଲରେମସିଆମି ନେତୃତ୍ୱରେ ଘୋଷିତ ଏହି ଦଳରେ ୨ଜଣ ଓଡିଆ ଖେଳାଳି ସ୍ଥାନ ପାଇଛନ୍ତି । ସେମାନେ ହେଲେ ଆଜମିନା କୁଜୁର ଓ ଜୀବନ କିଶୋରୀ ଟପ୍ପୋ । ଦକ୍ଷିଣ ଆଫ୍ରିକାର ପୋଚେଫ୍ରଷ୍ଟ୍ରୁମରେ ୫ ଡିସେମ୍ବରରୁ ୧୬ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ୧୬ ଟିମକୁ ନେଇ ଆୟୋଜିତ ହେବ । ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ପ୍ରଦର୍ଶନ […]

Continue Reading

ଘୁଞ୍ଚିଲା ‘ଗଙ୍ଗୁବାଇ କାଠିଆୱାଡି’ର ରିଲିଜ୍ ଡେଟ୍‌

ନୂଆଦିଲ୍ଲୀ: ସଞ୍ଜୟ ଲୀଲା ଭନସାଲୀଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଗଙ୍ଗୁବାଇ କାଠିଆୱାଡି’ ଏବଂ ଏସ୍ ରାଜାମୌଲିଙ୍କ ନିର୍ଦ୍ଦେଶିତ ‘ଆରଆରଆର’ ବକ୍ସ ଅଫିସରେ ସଂଘର୍ଷ ବର୍ତ୍ତମାନ ସ୍ଥଗିତ ରଖାଯାଇଛି। ଗଙ୍ଗୁବାଇ କାଠିଆୱାଡି ଫିଲ୍ମର ରିଲିଜ୍ ତାରିଖକୁ ବଢାଇ ଦିଆଯାଇଛି। ବାସ୍ତବରେ ଅଜୟ ଦେବଗନ୍ ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଚଳଚ୍ଚିତ୍ର ଗଙ୍ଗୁବାଇ କାଠିଆୱାଡି ଏବଂ ଆରଆରଆରରେ ଏକାସାଙ୍ଗେ ରିଲିଜ ହେବାର ଥିଲା। କିନ୍ତୁ ବର୍ତ୍ତମାନ ଗଙ୍ଗୁବାଇ କାଠିଆୱାଡିର ରିଲିଜ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଗଙ୍ଗୁବାଇ କାଠିଆୱାଡିରେ ୬ ଜାନୁୟାରୀ ୨୦୨୨ […]

Continue Reading

ପୁରୀରେ ୟୁଜର୍ସ ଫି ଆଦାୟ ପ୍ରତିବାଦରେ ବିଜେପିର ବିକ୍ଷୋଭ

ପୁରୀ : ପୁରୀରେ ଜନସାଧାରଣଙ୍କ ଠାରୁ ଯୁଜର୍ସ ଫି ଆଦାୟ ଓ ଟାଟା ପାୱାର ପକ୍ଷରୁ ଅଧିକ ବିଦ୍ୟୁତ ବିଲ୍ ଆଦାୟକୁ ବିରୋଧ । ପୌର ପ୍ରଶାସନ ପକ୍ଷରୁ ୟୁଜର୍ସ ଫି ଆଦାୟ ପ୍ରତିବାଦରେ ବିକ୍ଷୋଭ ଓ ଧାରଣା ଦେଇଛି ବିଜେପି । ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ବରେ ବିଜେପି କର୍ମୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି । ଟାଟା ପାୱାର ପକ୍ଷରୁ ବିଜୁଳି ବିଲ୍ ଆଦାୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି […]

Continue Reading

କଏଦୀଙ୍କୁ ସ୍ୱାବଲମ୍ବୀ କରିବାକୁ ଯାଜପୁର ଜେଲ କର୍ତ୍ତୃପକ୍ଷଙ୍କ ନିଆରା ପ୍ରୟାସ

ଯାଜପୁର: ଆଗକୁ ଆସୁଛି କାର୍ତ୍ତିକ ପୂର୍ଣ୍ଣିମା। ଜେଲ ପକ୍ଷରୁ ପ୍ରସ୍ତୁତ ହୋଇ ବିକ୍ରି ହେଉଛି ଭଳିକି ଭଳି ଡ଼ଙ୍ଗା। ଯାଜପୁର ଜେଲରେ ଥିବା କଏଦୀମାନଙ୍କୁ ନେଇ ଆରମ୍ଭ ହୋଇଛି ଏହି ନୂଆ ପ୍ରୟାସ। ଜେଲରେ ଥିବା କଏଦୀମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଜେଲ କର୍ତ୍ତୃପକ୍ଷ ଅନ୍ତେବାସୀମାନଙ୍କୁ ଭଳିକି ଭଳି ରଙ୍ଗୀନ ଡ଼ଙ୍ଗା ପ୍ରସ୍ତୁତି ନେଇ ତାଲିମ ପ୍ରଦାନ କରାଯାଇଛି। ତାଲିମରେ ଉଭୟ ମହିଳା ଓ ପୁରୁଷ ଅନ୍ତେବାସୀ ଅଂଶଗ୍ରହଣ କରିଛନ୍ତି। ସୁନ୍ଦର […]

Continue Reading

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ବିଜେପି ପକ୍ଷରୁ କଳା ପତାକା ପ୍ରଦର୍ଶନ

ପୁରୀ : ଗଣଶିକ୍ଷା ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ। ପୁରୀ ଗୋପ ମେଡିକାଲ କଲେଜ ଯିବା ସମୟରେ ବିଜେପି  ତରଫରୁ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଣ ଶିକ୍ଷାମନ୍ତ୍ରୀ ସମୀର ଦାଶଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି। ଆଜି ମନ୍ତ୍ରୀ ଗୋପ ମେଡିକାଲ ଚକ୍ଷୁ ବିଭାଗ କେନ୍ଦ୍ର ଉଦଘାଟନ କରିବାକୁ ଯିବା ସମୟରେ ଗୋପ ବଜାରରେ ବିଜେପି ପକ୍ଷରୁ କଳାପତାକ ପ୍ରଦର୍ଶନ କରାଯିବା ସହ ନାରାବାଜୀ କରାଯାଇଥିଲା । ମେଡିକାଲ ଚକ୍ଷୁ ବିଭାଗ ପକ୍ଷରୁ ଆୟୋଜିତ […]

Continue Reading

ପୁରୀ ମୂଷାନଦୀର ସଂପ୍ରସାରଣ ପର୍ଯ୍ୟାୟ-୧ ପ୍ରକଳ୍ପ ପାଇଁ ଜନଶୁଣାଣି

ପୁରୀ : ପୁରୀ ସହରର ପ୍ରବେଶପଥ ମୂଷାନଦୀର ସଂପ୍ରସାରଣ ପର୍ଯ୍ୟାୟ-୧ ପ୍ରକଳ୍ପ ପାଇଁ ହୋଇଛି ପ୍ରଥମ ଜନଶୁଣାଣି । ପ୍ରକଳ୍ପ ପାଇଁ ମୋଟ ୪୬ ଏକର ୬୦ ଡିସିମିଲି ଜମିର ଆବଶ୍ୟକତା ଥିବା ବେଳେ, ୧୨ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇସାରିଛି । ପୁରୀକୁ ବିଶ୍ବସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଖିଥିବା ସ୍ବପ୍ନରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଛି । ମୂଷାନଦୀର ସଂପ୍ରସାରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର […]

Continue Reading

ଚିତ୍ରକଳାରେ ଚାଚା ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଚିତ୍ରକଳାରେ ଚାଚା ନେହେରୁଙ୍କୁ  ଶ୍ରଦ୍ଧାଞ୍ଜଳି। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜୱାହାରଲାଲ ନେହେରୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ଚିତ୍ରକଳା ଜରିଆରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଦିବସରେ ଚିତ୍ରଶିଳ୍ପୀ ନିଆରା ଢଙ୍ଗରେ ତିଆରି କରିଛନ୍ତି ନେହେରୁଙ୍କ ଏକ ସୁନ୍ଦର ଚିତ୍ର । ଶିଶୁ ମାନଙ୍କର ଅତି ପ୍ରିୟ ଚାଚା ନେହେରୁଙ୍କ ଚିତ୍ର ଆଙ୍କି ସ୍ମୃତି ଚାରଣ କରିଛନ୍ତି ଚିତ୍ର ଶିଳ୍ପୀ ପ୍ରିୟଙ୍କା। ନେହେରୁଙ୍କ ସୁଦୃଶ୍ୟ ଚିତ୍ର ଆଙ୍କିଥିବା ବେଳେ ଏଥିରେ ବ୍ୟବହାର କରିଛନ୍ତି ବେବି ୱେଟ ୱାଇପର […]

Continue Reading

ରେଷ୍ଟୁରାଣ୍ଟ, ବାର୍, ଜିମ୍ ଓ ସ୍ପା ଉପରେ ଲାଗିଥିବା କଟକଣା ହଟାଇଲା ହରିୟାଣା ସରକାର

ଗୁରୁଗ୍ରାମ: ମହାମାରୀ କରୋନା ପାଇଁ ବାର୍, ରେଷ୍ଟୁରାଣ୍ଟ, ଜିମ୍, ସ୍ପା ଓ କ୍ଲବ ହାଉସ ଉପରେ ଲାଗିଥିଲା କଟକଣା। ହରିୟାଣା ସରକାର ଏହି କଟକଣାକୁ ହଟାଇଦେଇଛନ୍ତି। ବର୍ତ୍ତମାନ ଏଗୁଡ଼ିକ ପୂର୍ଣ୍ଣ କ୍ଷମତାର ସହ ଚାଲିବ। କଟକଣା ହଟିଥିଲେ ମଧ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନକୁ ସାମାଜିକ ଦୂରତା ନିୟମକୁ କଡ଼ାକଡ଼ିଭାବେ ପାଳନ କରିବାକୁ କୁହାଯାଇଛି। ସିନେମା ହଲ ଓ ମଲ୍ଟିପ୍ଲେକ୍ସ ମଧ୍ୟ ୧୦୦ପ୍ରତିଶତ କ୍ଷମତାର ସହ ଚାଲିବ ବୋଲି ସରକାର କହିଛନ୍ତି। ରାଜ୍ୟରେ କିଛି ସପ୍ତାହ ହେଲା ଦୈନିକ […]

Continue Reading

୨୦୧୯ ଠାରୁ ୨୦୨୦ ରେ ପିଲାଙ୍କ ଉପରେ ସାଇବର କ୍ରାଇମ୍‌ ୪୦୦% ବଢିଛି

ନୂଆଦିଲ୍ଲୀ: ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶିଶୁମାନଙ୍କ ବିରୁଦ୍ଧରେ କରାଯାଇଥିବା ସାଇବର ଅପରାଧରେ ୨୦୧୯ଠାରୁ ୨୦୨୦ ରେ ୪୦୦ ପ୍ରତିଶତରୁ ଅଧିକ ବୃଦ୍ଧି ଘଟିଛି। ୨୦୨୦ ରେ ପିଲାମାନଙ୍କୁ ଟାର୍ଗେଟ କରି ସମୁଦାୟ ୮୪୨ଟି ସାଇବର ଅପରାଧର ରିପୋର୍ଟ ହୋଇଛି। ରିପୋର୍ଟରେ ଦର୍ଶାଯାଇଛି ଯେ ଏଥିମଧ୍ୟରୁ ୭୩୮ କିମ୍ବା ପ୍ରାୟ ୮୭% ନାବାଳକ ଯୌନ କାର୍ଯ୍ୟରେ ଲିପ୍ତ ଅଛନ୍ତି। ତୁଳନାତ୍ମକ ଭାବରେ, ୨୦୧୯ ରେ ମୋଟ ୧୬୪ ସାଇବର ଅପରାଧ […]

Continue Reading