ଓକାକ୍ ସିଇଓ ଆକାଉଣ୍ଟ ହ୍ୟାକ୍ ଘଟଣା , ନାଇଜେରିଆ ଗ୍ୟାଙ୍ଗ ହାତ ଥିବା ସନ୍ଦେହ
ଭୁବନେଶ୍ୱର : ଓକାକ୍ ସିଇଓ ଏବଂ ଆଇଟି ବିଭାଗ ଅଧାକାରୀଙ୍କ ହ୍ୱାଟସଆପ୍ ଆକାଉଣ୍ଟ ହ୍ୟାକ୍ ଘଟଣା।ଏହି ହ୍ୟାକ ପଛରେ ନାଇଜେରିଆରେ ଏକ ଗ୍ୟାଙ୍ଗ ଥିବା ସନ୍ଦେହ କରାଯାଉଛି । ହ୍ୟାକରଙ୍କ ସହ କଥା ହୋଇଛନ୍ତି ତଦନ୍ତକାରୀ ଅଧିକାରୀ। ହ୍ୟାକରଙ୍କ କଥବାର୍ତ୍ତାରୁ ସନ୍ଦେହ କରାଯାଉଛି କି ହ୍ୟାକର ମାନେ ନାଇଜେରିଆର ହୋଇଥିବେ।ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ଆକାଉଣ୍ଟ ହ୍ୟାକ ହେବା ପରେ ଟଙ୍କା ଅନ୍ୟବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଛି।ଏପରିକି ଠକେଇ ପରେ ବିଭିନ୍ନ ଆକାଉଣ୍ଟକୁ […]
Continue Reading
