ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି,୮ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ସବୁବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନରେ ଆଉ ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଏପରି କଠୋର ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଏହି ୮ ଜଣ ଅଧିକାରୀଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ନିମାପଡ଼ାର ପୂର୍ବତନ ତହସିଲଦାର ତଥା ସବ୍ ରେଜିଷ୍ଟ୍ରାର ରାମଚନ୍ଦ୍ର ଜେନା, […]
Continue Reading
