କୋଭିଡ଼କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବି ବନ୍ଦ ରହିବ ଐତିହାସିକ ବାଲିଯାତ୍ରା
କଟକ: ପୁଣି ଖାଲି ପଡ଼ିବ ବାଲିଯାତ୍ରା ପଡ଼ିଆ। ସନ୍ଧ୍ୟା ହେଲେ ଜମିବନି ଲୋକଙ୍କ ଭିଡ଼। ଚଳିତ ବର୍ଷ କଟକର ଐତିହାସିକ ବାଲିଯାତ୍ରା ହେବନାହିଁ। କୋଭିଡ଼କୁ ଦୃଷ୍ଟିରେ ରଖି ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ଜିଲ୍ଲା ପ୍ରଶାସନ। ବାଲିଯାତ୍ରା ବନ୍ଦ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ସୂଚନା ଦେଇଛନ୍ତି। କଟକର ଐତିହାସିକ ବାଲିଯାତ୍ରା। ଏହାକୁ ଦେଖିବା ପାଇଁ ଲୋକମାନେ ଦୂରଦୂରାନ୍ତରୁ କଟକକୁ ଆସିଥାନ୍ତି। ବହୁ ଛୋଟ ବଡ଼ ବ୍ୟବସାୟୀ ମଧ୍ୟ ନିଜ ପସରା ମେଲାଇଥାନ୍ତି। […]
Continue Reading
