ଯୁବକଙ୍କୁ ପଥରରେ ଛେଚି ନିମର୍ମ ହତ୍ୟା

କେନ୍ଦୁଝର: ପଥରରେ ଛେଚି ଯୁବକଙ୍କୁ ନିର୍ମମ ହତ୍ୟା। କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରପାଳିକା ୫ନମ୍ବର ୱାର୍ଡ଼ ଆଜାଦବସ୍ତି ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଯାହା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ଜଣକ ହେଉଛନ୍ତି ବୁଧୁରାମ ସିରିକା ମୁଣ୍ଡା। ସୂଚନାଯୋଗ୍ୟ ଯେ, ବୁଧୁରାମ ସିରିକା ମୁଣ୍ଡାଙ୍କ ସହିତ ପଡ଼ୋଶୀ ମାନି ମୁଣ୍ଡା ଓ ଶିବ ମୁଣ୍ଡା କୌଣସି କାରଣ ନଥାଇ ଗଣ୍ଡଗୋଳ କରିଥିଲେ। ପରେ ଲଦର ମୁଣ୍ଡା, ମାନି ମୁଣ୍ଡା ଓ ଶିବ ମୁଣ୍ଡା […]

Continue Reading

ପୁଣି ଜନନୀ ଯନ୍ତ୍ରଣା, ୨ କିଲୋମିଟର ଚାଲିଲେ ଗର୍ଭବତୀ

ତେଲକୋଇ : ଜିଲ୍ଲାରେ ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ଭଲ ରାସ୍ତା ନଥିବାରୁ ପହଞ୍ଚି ପାରିଲାନାହିଁ ଆମ୍ବୁଲାନ୍ସ। ଫଳରେ ୨ କିଲୋମିଟର ଚାଲିଲେ ଗର୍ଭବତୀ । ଅବସ୍ଥା ଗୁରୁତର ଥିବାରୁ ଗର୍ଭବତୀଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକରେ । ହରିଚନ୍ଦନପୁର ବ୍ଲକ୍ ଟାଙ୍ଗିରିଆପାଳ ପଞ୍ଚାୟତ ଗାଧୁଆଁ ଗ୍ରାମର ପଦ୍ମାବତୀ ଜଣେ ଗର୍ଭବତୀ ମହିଳା। ପ୍ରସବ ଯନ୍ତ୍ରଣା ଯୋଗୁ ଆମ୍ବୁଲାନ୍ସ ଡକାଯାଇଥିଲା। ହେଲେ ଗାଁକୁ ରାସ୍ତା ନଥିବାରୁ ଗାଁ […]

Continue Reading

ବୋମା ମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦୁଝର : ବିଧାନସଭା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମା ମାଡ ଘଟଣା । ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ ରାଘବ ପାଣ୍ଡେ ଆଜି ଟାଉନ ପୋଲିସ ଦ୍ୱାରା ଗିରଫ । ସେ ନମୋ ସେନା ଦଳର ସଦସ୍ୟ ହୋଇଥିବା ବେଳେ ତାଙ୍କ ଘର ପଣ୍ଡାପଡ଼ା ଥାନାର ହୁଣ୍ଡା ଗାଁରେ । ପଇସା ଲୋଭ ଦେଖାଇ ମୁନା ଡାକି ଆଣିବା  ସହ ବୋମା ମାଡ ଘଟଣାରେ […]

Continue Reading

କମିଶନରେଟ୍ ପୋଲିସର ‘ପ୍ରାରମ୍ଭ’ ଯୋଜନା ଆରମ୍ଭ

ଭୁବନେଶ୍ୱର: କମିଶନରେଟ୍ ପୋଲିସର ଆରମ୍ଭ ହେଲା ନୂତନ ଯୋଜନା ‘ପ୍ରାରମ୍ଭ’। ଟ୍ୱିନ ସିଟିର ନାବାଳିକା ନାବାଳିକା ଝିଅମାନଙ୍କୁ ଗୋପନରେ ବିବାହ ଓ ପଳାୟନରୁ ନିବୃତ୍ତ କରିବା ଓ ପରବର୍ତ୍ତୀ ପର୍ଯ୍ୟାୟରେ ବିପଦରୁ ମୁକ୍ତି ପାଇଁ ଭୁବନେଶ୍ୱର-କଟକ ପୋଲିସ ଏହି ନୂତନ ପଦକ୍ଷେପ ଆରମ୍ଭ କରିଛି। ଏହାର ଉଦ୍ଦେଶ୍ୟ ହେଉଛି ଗଣମାଧ୍ୟମରେ ତଥା ସୋସିଆଲ ମିଡ଼ିଆରେ ସଚେତନତା ସୃଷ୍ଟି କରିବା, ବିଶେଷ କରି ବସ୍ତିରେ ସୋସିଆଲ ମିଡ଼ିଆର ଦାୟିତ୍ୱପୂର୍ଣ୍ଣ ବ୍ୟବହାର ବିଷୟରେ ବିଦ୍ୟାଳୟ, କଲେଜରେ କର୍ମଶାଳା ଆୟୋଜନ କରିବା, […]

Continue Reading

କନ୍ଦରପୁର ବ୍ୟବସାୟୀଙ୍କୁ ଗୁଳିକରି ଲୁଟ ଘଟଣାର ପର୍ଦ୍ଦାଫାସ,୪ ଅଭିଯୁକ୍ତ ଗିରଫ

କଟକ : କନ୍ଦରପୁର ବ୍ୟବସାୟୀଙ୍କୁ ଗୁଳିକରି ଲୁଟ ଘଟଣାର ପର୍ଦ୍ଦାଫାସ। କମିଶନରେଟ ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରିଛି । ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଏହି ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ସାଗର ମଲ୍ଲିକ୍ ସମେତ କେନ୍ଦ୍ରାପଡା ମାର୍ଶାଘାଇ କରମାକୁଳ ଗ୍ରାମର ରାଜା ଓରଫ୍ ବିବେକାନନ୍ଦ ଶତପଥୀ, ନୟାଗଡ ଚାନ୍ଦପୁର ବେଣ୍ଟ ଗ୍ରାମର ସିନୁ ଓରଫ୍ ସ୍ୱପ୍ନସାଗର ପରିଡା, ଜଗତସିଂହପୁର କୁଜଙ୍ଗ ସିଂଗିପୁର ଗ୍ରାମର ରବିନ୍ଦ୍ର ସ୍ୱାଇଁ […]

Continue Reading

ପାଣିରେ ବୁଡ଼ି ଦୁଇ ନାବାଳକ ମୃତ

ଯାଜପୁର: ପାଣିରେ ବୁଡ଼ି ଦୁଇ ନାବାଳକ ମୃତ । ଫୁଲ ତୋଳିବାକୁ ଯାଇଥିବା ବେଳେ ନଦୀରେ ବୁଡି ଯାଇ ଦୁଇ ଜଣ ନାବାଳକଙ୍କ ସଲିଳ ସମାଧି । ଏହି ଘଟଣା ଘଟିଛି ଯାଜପୁର ମଙ୍ଗଳପୁର ଥାନା କୁଟୁରିଆ ନିକଟସ୍ଥ ବୈତରଣୀ ନଦୀ କଣ୍ଡିଆରେ । ମୃତ ଦୁଇ ନାବାଳକ ହେଲେ ତରପଦା ପଞ୍ଚାୟତ ଗୋପକୂଳ ଗ୍ରାମର କୁନି ଜେନାଙ୍କ ପୁଅ ବିଭୁତି ଜେନା ଓ ଉମା ଜେନାଙ୍କ ପୁଅ ଦିବ୍ୟ ରଞ୍ଜନ ଜେନା ବୋଲି ଜଣାପଡିଛି । […]

Continue Reading

ପରିବା ଦର ବୃଦ୍ଧି ନେଇ ତ୍ରାହି ତ୍ରାହି ଖାଉଟି

ଭୁବନେଶ୍ୱର: ବେଲଗାମ ଦର । ହୁ ହୁ ହୋଇ ବଢିଚାଲିଛି ଦର ଦାମ୍ । ଦର ବୃଦ୍ଧିକୁ ନେଇ ତ୍ରାହି ତ୍ରାହି ଡାକିଲେଣି ଖାଉଟି । ଗୋଟିଏ ପଟେ ତୈଳ ଦର ହୁ ହୁ ହୋଇ ବଢ଼ିବାରେ ଲାଗି ଥିବାବେଳେ ଅନ୍ୟ ପକ୍ଷେ ପରିବା ଦର ଆକାଶ ଛୁଆଁ । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ପରିବା ଦର ୫୦ ଟଙ୍କା ତଳକୁ ନାହିଁ । ପୋଟଳ କିଲୋ ପ୍ରତି […]

Continue Reading

ଆସାମରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର ରଚୁଛନ୍ତି ଆଇଏସଆଇ, ଅଲକାଇଦା

ଶ୍ରୀନଗର: ଭାରତର ଗୋଇନ୍ଦା ବିଭାଗ ଆସାମରେ ଆତଙ୍କବାଦୀ ଆକ୍ରମଣ ନେଇ ସତର୍କ ସୂଚନା ଜାରୀ କରିଛି । ପାକିସ୍ତାନର ଆଇଏସଆଇ ଏବଂ ଆତଙ୍କବାଦୀ ସଂଗଠନ ଅଲକାଇଦା ଏଥପାଇଁ ଷଡଯନ୍ତ୍ର ରଚୁଛନ୍ତି । ସ୍ଥାନୀୟ ପୋଲିସକୁ ସମ୍ପୂର୍ଣ୍ଣ ଭାବେ ହାଇ ଆଲର୍ଟରେ ରହିବା ପାଇଁ କୁହାଯାଇଛି । ଆରଏସଏସ କ୍ୟାଡର ଓ ସେନା କ୍ୟାମ୍ପରେ ସେମାନେ ଏହି ଆକ୍ରମଣ କରିବେ ବୋଲି ଗୋଇନ୍ଦା ବିଭାଗ କହିଛି । ବସଷ୍ଟାଣ୍ଡ, ରେଳ ଷ୍ଟେସନ ଓ ଅନ୍ୟ ଜନ ଗହଳି ସ୍ଥାନକୁ […]

Continue Reading

ରେଳଧାରଣା ହେଉଥିଲେ ପାରି, ଟ୍ରେନ୍ ଧକ୍କାରେ ଚାଲିଗଲା ଜୀବନ

ଅନୁଗୁଳ: ରେଳଧାରଣା ପାରହେଉଥିବା ସମୟରେ ଟ୍ରେନ୍ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଆଠମଲ୍ଲିକ-ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଜାମ୍ବୁନାଳୀ ଗାଁ ନିକଟରେ ଏହିଭଳି ଅଭାବନୀୟ ଘଟଣା। ମୃତକ ଦୁଇଜଣ ସମ୍ପର୍କରେ ଖୁଡ଼ି ପୁତୁରା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ପାଇକସାହି ଅଞ୍ଚଳର ୩୫ବର୍ଷୀୟା ବାସ ନାୟକ ଓ ତାଙ୍କ ୧୯ବର୍ଷୀୟ ପୁତୁରା ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ଫେରିବା ସମୟରେ ଜାମ୍ବୁନାଳୀ ନିକଟରେ ଯାଇଥିବା ରେଳଧାରଣା ପାର ହେଉଥିଲେ। ତେବେ ଦ୍ରୁତଗତିରେ ଆସୁଥିବା ଏକ ଟ୍ରେନ ହଠାତ୍ […]

Continue Reading

ଆମ ଅସ୍ମିତା ଓ ଅସ୍ତିତ୍ବର ଅନ୍ୟ ନାମ ସାହିତ୍ୟ ହେଉ : ବଳରାମ ପୂଜାରୀ

ଭୁବନେଶ୍ୱର: ମାଟି ଓ ମାଟିମନସ୍କତାକୁ ନେଇ ସବୁବେଳେ କବିତା ଲେଖୁଥିବା କବି ବଳରାମ ପୂଜାରୀ , ଓଡ଼ିଆ ସାହିତ୍ୟ ଜଗତର ଏକ ସଶ୍ରଦ୍ଧ ନାମ । ତାଙ୍କ କବିତା ପାହାଡ଼ର କଥା କହେ , ନଦୀର କଥା କହେ , ଡଙ୍ଗରର ଚିତ୍ର ସଜାଏ ପୁଣି ଆଦିବାସୀମାନଙ୍କ ଜୀବନର ଗୀତ ଗାଏ । ନିଜ ଜନ୍ମମାଟିର ପ୍ରତିଟି ଅଣୁକଣାରେ ଅନୁପ୍ରାଣିତ ତାଙ୍କ ସାହିତ୍ୟ, ଚିରସ୍ରୋତା ନଈଟେ ପରି ସର୍ବଦା ଚଳଚଞ୍ଚଳ । ତାଙ୍କ ରଚିତ ମାଟିମଗ୍ନା, ମେଘଲଗ୍ନା, […]

Continue Reading