ଛେଳି ପାଇଁ ମହାଭାରତ: ଜଣେ ମୃତ, ୨ଗୁରୁତର
ଅସ୍ତରଙ୍ଗ: ଛେଳି ପାଇଁ ଘଟିଛି ମହାଭାରତ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସ୍ତରଙ୍ଗ ଥାନା ଅଧିନ ପାଟସୁନ୍ଦରପୁର ଗାଁରେ ଘଟିଛି ବିଭତ୍ସ କାଣ୍ଡ । ଛେଳିକୁ ଗାଡି ମାଡି ଯିବାକୁ କେନ୍ଦ୍ର କରି ଛୁରାମାଡ କରାଯାଇଛି । ଫଳରେ ଘଟଣା ସ୍ଥାନରେ ହିଁ ଛେଳି ଜଗୁଆଳୀଙ୍କ ମୃତ୍ୟୁ ହେବା ସହ ସ୍ତ୍ରୀ ଓ ପୁଅ […]
Continue Reading
