ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ
ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିଛନ୍ତି । ଜିଲ୍ଲାରେ ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଯୋଜନାରେ ଉପକୃତ ହେବେ । ସେହିପରି ବ୍ରହ୍ମଗିରିରେ ୧ ହଜାର ୬ କୋଟି ୮୨ ଲକ୍ଷ ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ […]
Continue Reading
